ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିସିସିଆଇ ସଭାପତି

0

ଭୁବନେଶ୍ୱର: ନବୀନ ନିବାସରେ ପହଞ୍ଚି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି । ପ୍ରଥମେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ବେସ ଧୁମ ଧାମରେ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି। ପରେ କଡା ସୁରକ୍ଷା ବଳୟ ଭିତରେ ଗାଙ୍ଗୁଲିଙ୍କୁ ନିଆଯାଇଥିଲା ହୋଟେଲ । ହୋଟେଲରେ କିଛି ସମୟ ରେଷ୍ଟ ନେଲା ପରେ ଅପରାହ୍ନ ପାଞ୍ଚଟାରେ ନବୀନଙ୍କୁ ସାକ୍ଷାତ କରିଛନ୍ତି ଗାଙ୍ଗୁଲି । ନବୀନ ପଟ୍ଟନାୟକଙ୍କୁ ଭେଟି ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି ।