Browsing Tag

10th Exam

ବଡାମତଳିଆ ହାଇସ୍କୁଲର ଟପର ଛାତ୍ର ହରେକୃଷ୍ଣ ବେହେରାଙ୍କୁ ସମ୍ବର୍ଦ୍ଧନା

ମୟୁରଭଞ୍ଜ-: ମୟୁରଭଞ୍ଜ ଜିଲ୍ଲାର ବିଜାତଳା ବ୍ଲକ ବଡାମତଳିଆ ହାଇସ୍କୁଲର ଛାତ୍ର ହରେକୃଷ୍ଣ ବେହେରା ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ୫୨୫ ମାର୍କ ରଖି ବିଜାତଳା ବ୍ଲକରେ ପ୍ରଥମ ସ୍ଥାନ ହାସଲ କରିଛନ୍ତି । ତେଣୁ ଆଜି ବାଡାମତଳିଆ ହାଇସ୍କୁଲ ପରିସରରେ ପ୍ରଧାନଶିକ୍ଷୟତ୍ରୀ ଶ୍ରୀମତୀ ସନ୍ତୋଷିନୀ…
Read More...

ମାଟ୍ରିକ ପରୀକ୍ଷା ପାଇଁ ବୋର୍ଡ ୱେବସାଇଟରେ ଉପଲବ୍ଧ ହୋଇଛି ଆଡମିଟ କାର୍ଡ

କଟକ : ଆସନ୍ତା ୨୧ ତାରିଖରୁ ଆରମ୍ଭ ହେବାକୁ ଯାଉଛି ମାଟ୍ରିକ ପରୀକ୍ଷା । ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଆସନ୍ତା ୨୧ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ଚାଲିବ  । ଏଥିପାଇଁ ପ୍ରସ୍ତୁତ ହେଉଛନ୍ତି ଛାତ୍ରଛାତ୍ରୀ । ଏନେଇ ମାଧ୍ୟମିକ…
Read More...

୨୧ରୁ ଆରମ୍ଭ ହେବାକୁ ଯାଉଛି ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା

ଭୁବନେଶ୍ୱର: ଆସନ୍ତା ୨୧ ତାରିଖରୁ ଆରମ୍ଭ ହେବାକୁ ଯାଉଛି ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା । ଏନେଇ ବୋର୍ଡ ୱେବସାଇଟରେ ଆଡମିଟ କାର୍ଡ ଉପଲବ୍ଧ କରାଯାଇଛି ।  ଛାତ୍ରଛାତ୍ରୀମାନେ www.bseodisha.ac.inକୁ ଯାଇ ସେମାନଙ୍କ ଆଡ୍‌ମିଟ୍ କାର୍ଟ ଡାଉନ୍‌ଲୋଡ୍ କରିପାରିବେ। ଷ୍ଟେଟ ଓପନ ସ୍କୁଲ…
Read More...

ଅନୁଗୋଳରେ ୯୨ ସେଣ୍ଟର ରେ ଆରମ୍ବ ହେଲା ମାଟ୍ରିକ୍ ପରୀକ୍ଷା

 ଅନୁଗୋଳ / ସୁଧାକର ସାହୁ:    ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ବାରା ପରିଚାଳିତ ଦଶମ ବାର୍ଷିକ ପରୀକ୍ଷା  ଆଜି ଠାରୁ ଆରମ୍ଭ ହେଇଯାଇଛି । ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇ ସାଢ଼େ ୧୧ଟା ପର୍ଯ୍ୟନ୍ତ ପରୀକ୍ଷା ହୋଇଛି । ଚଳିତ ବର୍ଷ ଅନୁଗୋଳ ଜିଲ୍ଲାରେ ନିୟମିତ ଭାବେ ୧୬,୭୧୩ ପରୀକ୍ଷାର୍ଥୀ…
Read More...

ଆସନ୍ତା ଫେବ୍ରୁଆରୀ ୨୦ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା

କଟକ: ଆସନ୍ତା ଫେବ୍ରୁଆରୀ ୨୦ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା । ତାରିଖ ଘୋଷଣା କଲା ବୋର୍ଡ । ୨୦୨୩-୨୪ ଶିକ୍ଷା ବର୍ଷର ମାଟ୍ରିକ ପରୀକ୍ଷା ଫେବ୍ରୁଆରୀ ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ହେବା ନେଇ ସୂଚନା ରହିଛି । ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ…
Read More...

ମ୍ୟାଟ୍ରିକ ଛାତ୍ରଛାତ୍ରୀଙ୍କ ପାଇଁ ଗଠନ ହେବ ସ୍ୱତନ୍ତ୍ର ସେଲ, ଓସେପାର ବଡ଼ ନିଷ୍ପତି

ଭୁବନେଶ୍ୱର: ପାଖେଇ ଆସୁଛି ମାଟ୍ରିକ ପରୀକ୍ଷା । ଆଉ ମାତ୍ର କିଛି ମାସ ପରେ ମ୍ୟାଟ୍ରିକ ପରୀକ୍ଷା ଆରମ୍ଭ ହେବାକୁ ଯାଉଛି । ଏହି ସମୟରେ ଉଭୟ ଛାତ୍ରଛାତ୍ରୀ ଏବଂ ଅଭିଭାବକଙ୍କ ମନରେ ଭୟ ଓ ଆଶଙ୍କା ଲାଗି ରହିଥାଏ । ଛାତ୍ରଛାତ୍ରୀମାନେ ଅନେକ ମାନସିକ ଚାପରେ ରହିଥାନ୍ତି । ପିଲାଙ୍କ ସମସ୍ୟାକୁ…
Read More...

ଆଜିଠାରୁ ଚଳିତ ବର୍ଷର ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା

ଭୁବନେଶ୍ୱର: ଆଜିଠୁ ମାଟ୍ରିକ ସପ୍ଲିମେଣ୍ଟାରୀ ଓ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା । ଆଜି ଠାରୁ ଆରମ୍ଭ ହୋଇ ଜୁଲାଇ ୮ତାରିଖ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା । ରାଜ୍ୟର ୮୦ଟି କେନ୍ଦ୍ରରେ ପରୀକ୍ଷା ଦେଉଛନ୍ତି ଛାତ୍ରଛାତ୍ରୀ । ଏଥିପାଇଁ ବ୍ୟାପକ ବ୍ୟବସ୍ଥା କରିଛନ୍ତି ବୋର୍ଡ…
Read More...

ଦଶମ ପରୀକ୍ଷାରେ ମିଳିବ ଗ୍ରେସ ମାର୍କ

ଭୁବନେଶ୍ୱର: ଦଶମ ଶ୍ରେଣୀ ସାମାଜିକ ବିଜ୍ଞାନ ପରୀକ୍ଷାରେ ମିଳିବ ଗ୍ରେସ ମାର୍କ । ମାଟ୍ରିକ ପରୀକ୍ଷାରେ ସି ସେଟ୍ ପ୍ରଶ୍ନରେ ଥିଲା ମୁଦ୍ରଣ ଜନିତ ତ୍ରୁଟି । ଯେଉଁ ପରୀକ୍ଷାର୍ଥୀ ଭୁଲ ସେହି ପ୍ରଶ୍ନର ଉତ୍ତର ରଖିଥିବେ ତାଙ୍କୁ ଗ୍ରେସ ମାର୍କ ମିଳିବ ବୋଲି ବୋର୍ଡ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି…
Read More...

ମାର୍ଚ୍ଚ ୧୦ରୁ ମାଟ୍ରିକ ସମ୍ମେଟିଭ ଆସେସମେଣ୍ଟ ପରୀକ୍ଷା

ଭୁବନେଶ୍ୱର : ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଆସନ୍ତା ମାର୍ଚ୍ଚ ୧୦ରୁ ମାଟ୍ରିକ ସମ୍ମେଟିଭ ଆସେସମେଣ୍ଟ (ଏସଏ)-୨ ପରୀକ୍ଷା ଆରମ୍ଭ ହେବ। ଏହା୧୭ ତାରିଖ ଯାଏଁ ଚାଲିବ। ହାଇସ୍କୁଲ ସାର୍ଟିଫିକେଟ ବ୍ୟତୀତ ମଧ୍ୟମା ଓ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟର ଛାତ୍ରଛାତ୍ରୀ ମାନେ…
Read More...