Browsing Tag

BAMANA BESA

ଭାଦ୍ରବ ମାସ ଶୁକ୍ଲପକ୍ଷ ଦ୍ୱାଦଶୀ ତିଥି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବାମନ ଜନ୍ମ ନୀତି ଅନୁଷ୍ଠିତ

ପୁରୀ / ସଞ୍ଜୟ  ମହାପାତ୍ର  : ଆଜି ଭାଦ୍ରବ ମାସ ଶୁକ୍ଲପକ୍ଷ ଦ୍ୱାଦଶୀ ତିଥି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବାମନ ଜନ୍ମ ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଆଜି ସକାଳୁ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ଆରମ୍ଭ ହୋଇଛି । ମଧ୍ୟାହ୍ନ ଧୂପ ବଢିବା ପରେ ଶ୍ରୀମନ୍ଦିରରେ ବାମନ ଜନ୍ମ…
Read More...