ଓଲଟିଲା ବିୟର ବୋଝେଇ ଟ୍ରକ୍
ବିଶାଖାପାଟଣା : ଆନ୍ଧ୍ରପ୍ରଦେଶରେ ମଙ୍ଗଳବାର ଏକ ରୋଚକ ଘଟଣା ଘଟିଛି । ରାଜପଥରେ ବିୟର ଲୁଟ୍ ହେବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏଭଳି ଘଟଣାଟି ଘଟିଛି ଆନ୍ଧ୍ରପ୍ରଦେଶର ଅନକାପଲ୍ଲୀରେ ।
ଘଟଣା ଅନୁସାରେ, ଜାତୀୟ ରାଜପଥରେ ଯାଉଥିବାବେଳେ ବିୟର ବୋଝେଇ ଏକ ଟ୍ରକ୍ ଓଲଟି ପଡ଼ିଥିଲା ।…
Read More...
Read More...