Browsing Tag

BJP

ରାଜ୍ୟରେ ଭାଜପା ସରକାରର ବର୍ଷ ପୂର୍ତ୍ତି ସମାରୋହରେ ଯୋଗଦେବା ଲାଗି ପ୍ରଧାନମନ୍ତ୍ରୀ ଓଡ଼ିଶା ଗସ୍ତରେ ଆସିପାରନ୍ତି

ଭୁବନେଶ୍ବର-: ଆସନ୍ତା ଜୁନ୍ ୧୨ରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀଙ୍କ ସରକାର ଏକବର୍ଷ ପୂର୍ତ୍ତି ପାଳନ କରିବାକୁ ଯାଉଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହାଙ୍କ ସମେତ ଅନ୍ୟ କେନ୍ଦ୍ରମନ୍ତ୍ରୀଙ୍କୁ ସମ୍ମାନିତ ଅତିଥି ଭାବେ…
Read More...

ଆତଙ୍କବାଦ ନଛାଡ଼ିଲେ କଲବଲ ହୋଇ ମରିବ ପାକିସ୍ତାନ : ଜୟଶଙ୍କର

ରିପୋର୍ଟର୍ସ ଟୁଡେ୍ ବିରୋ : ଭାରତ-ପାକିସ୍ତାନ ଯୁଦ୍ଧବିରତି ପରେ ମୁହଁ ଖୋଲିଲେ ଜୟଶଙ୍କର । ଯୁଦ୍ଧବିରତିକୁ ନେଇ ଉଠୁଥିବା ପ୍ରଶ୍ନର ଉତ୍ତର ଦେଇଛନ୍ତି ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର। ପାକିସ୍ତାନ ମାଟିରୁ ଆତଙ୍କବାଦ ସଫା ନହେଲେ ଧ୍ବଂସ ହେବ ଶତ୍ରୁ ଦେଶ । ଏକ ଉଦଘାଟନ ଉତ୍ସବରେ ଯୋଗଦେଇ…
Read More...

ଦୀଘା ଜଗନ୍ନାଥ ମନ୍ଦିରରେ ଧାମ ଲେଖାକୁ ନେଇ ବଡ଼ ପଦକ୍ଷେପ ନେବେ ସରକାର ।

ଭୁବନେଶ୍ବର: ମମତାଙ୍କୁ ଆଇନ ମନ୍ତ୍ରୀଙ୍କ ଟାର୍ଗେଟ । ଦୀଘା ଜଗନ୍ନାଥ ମନ୍ଦିରରେ ଧାମ ଲେଖିବା ପ୍ରସଙ୍ଗକୁ ନେଇ ବଡ଼ କଥା କହିଛନ୍ତି ଆଇନମନ୍ତୀ ପୃଥିରାଜ ହରିଚନ୍ଦନ । ପଶ୍ଟିମବଙ୍ଗ ସରକାରଙ୍କୁ ଖୁଲମଖୁଲା ଟାର୍ଗେଟ କରିବା ସହିତ ତାଙ୍କ ଉପରେ ବର୍ଷିଛନ୍ତି ଆଇନମନ୍ତୀ । ଖୁବଶୀଘ୍ର ଆଇନଗତ…
Read More...

‘ଅପରେସନ ସିନ୍ଦୂର’ ସମ୍ପର୍କରେ କେନ୍ଦ୍ର ସରକାର ବିରୋଧୀ ନେତାମାନଙ୍କୁ ସୂଚନା ଦେବା ପାଇଁ ସର୍ବଦଳୀୟ ବୈଠକ ଡାକିଛନ୍ତି

ନୂଆଦିଲ୍ଲୀ-: ‘ଅପରେସନ ସିନ୍ଦୂର’ ସମ୍ପର୍କରେ କେନ୍ଦ୍ର ସରକାର ବିରୋଧୀ ନେତାମାନଙ୍କୁ  ସୂଚନା ଦେବା ପାଇଁ ସର୍ବଦଳୀୟ ବୈଠକ ଡାକିଛନ୍ତି । ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ଅଧ୍ୟକ୍ଷତାରେ ଚିଲିଛି ସର୍ବଦଳୀୟ ବୈଠକ । ସଂସଦ ଭବନରେ ବସିଥିବା ବୈଠକରେ ଗୃହମନ୍ତ୍ରୀ ଅମିତ ଶାହ, କିରଣ ରିଜୁ,…
Read More...

ଜାତିଗତ ଜନଗଣନାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖିଲେ ଏଆଇସିସି ସଭାପତି

ନୂଆଦିଲ୍ଲୀ-: ଜାତିଗତ ଜନଗଣନାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖିଲେ ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ । ଜାତିଗତ ଜନଗଣନାକୁ ନେଇ ଶୀଘ୍ର ସମସ୍ତ ରାଜନୈତିକ ଦଳଙ୍କ ସହ ଆଲୋଚନା ପାଇଁ  ଅନୁରୋଧ କଲେ ଏବଂ ତେଲେଙ୍ଗାନା ମଡେଲକୁ ଅନୁସରଣ କରିବାକୁ କେନ୍ଦ୍ର ସରକାରଙ୍କୁ…
Read More...

ସଂସଦୀୟ କମିଟିର ଅଧ୍ୟକ୍ଷ ଭାବରେ ନିଯୁକ୍ତି ପାଇଲେ ସାଂସଦ ବୈଜୟନ୍ତ ପଣ୍ଡା

ବ୍ୟୁରୋ-: ଲୋକସଭା ବାଚସ୍ପତି ଓମ୍ ବିର୍ଲା ବିଜେପି ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ସାର୍ବଜନୀନ ଉଦ୍ୟମ ସଂସଦୀୟ କମିଟିର ଅଧ୍ୟକ୍ଷ ଭାବରେ ନିଯୁକ୍ତି କରିଛନ୍ତି । ଆଜି ପ୍ରକାଶିତ ଏକ କମିଟିରେ ମୋଟ ଲୋକସଭା ସାଂସଦ ୧୫ ଜଣ ରହିଥିବା ବେଳେ ରାଜ୍ୟସଭାର ୭ ସାଂସଦଙ୍କୁ କମିଟିରେ ଜାଗା ମିଳିଛି । ତେବେ…
Read More...

ଓ୍ବାକଫ ମୁସଲମାନଙ୍କର କୌଣସି ଧାର୍ମିକ ସଂସ୍ଥା ନୁହେଁ, ବରଂ ଏକ ସାମ୍ବିଧାନିକ ସଂସ୍ଥା

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଶୁକ୍ରବାର ସୁପ୍ରିମକୋର୍ଟକୁ କହିଛନ୍ତି ଯେ ଅନେକ ୱାକଫ ସମ୍ପତ୍ତି କେବଳ ମୁସଲମାନମାନଙ୍କ ମଧ୍ୟରେ ସୀମିତ ନୁହେଁ ବରଂ ଏଥିରେ ଅନ୍ୟ ସମ୍ପ୍ରଦାୟର ଅଧିକାର ଏବଂ ଦାବି ମଧ୍ୟ ଜଡିତ । ସରକାରଙ୍କ ପକ୍ଷରୁ ଏହା ମଧ୍ୟ କୁହାଯାଇଛି ଯେ ଏହି ସମ୍ପତ୍ତିଗୁଡ଼ିକୁ ନିୟନ୍ତ୍ରଣ…
Read More...

ରାଜ୍ୟରେ ନୂଆ ଏନଏସି ଗଠନ ପାଇଁ ତ୍ୱରିତ ହୋଇଛି ପ୍ରକ୍ରିୟା

ଭୁବନେଶ୍ୱର-: ରାଜ୍ୟରେ ନୂଆ ଏନଏସି ଗଠନ ପାଇଁ ତ୍ୱରିତ ହୋଇଛି ପ୍ରକ୍ରିୟା । ୨୦ଟି ନୂଆ ଏନଏସି ପାଇଁ ଜିଲ୍ଲାରୁ ଆସିଲା ରିପୋର୍ଟ । ତର୍ଜମା ପାଇଁ ପଞ୍ଚାୟତିରାଜ ବିଭାଗକୁ ପଠାଇଲା ନଗର ଉନ୍ନୟନ ବିଭାଗ । ବିଭାଗର ତର୍ଜମା ପରେ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନରେ ଗଠନ ହେବ ଏନଏସି । ଏନେଇ ସୂଚନା…
Read More...

ଏପ୍ରିଲ ୨୪ରେ ନୂଆ ରାସନ କାର୍ଡ ବଣ୍ଟନ କରିବେ ସରକାର

ଭୁବନେଶ୍ୱର-: ଚଳିତ ମାସ ୨୪ ତାରିଖରେ ବଣ୍ଟନ ହେବ ନୂଆ ରାସନ କାର୍ଡ। ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଏହି ନୂଆ ରାସନ କାର୍ଡ । ପଞ୍ଚାୟତିରାଜ ଦିବସରେ କାର୍ଡ ବାଣ୍ଟିବେ ସରକାର । ପୁରୀରେ ନୂଆ କାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପର୍ଯ୍ୟାୟ କ୍ରମେ ୫ ଲକ୍ଷ ୯୦ ହଜାର ନୂଆ…
Read More...

ଓଡ଼ିଶାକୁ ୪ହଜାର କୋଟିର ଭେଟି : ଓଡ଼ିଶାର ଭିତ୍ତିଭୂମି ବକାଶରେ ଆଜି ଏକ ନୂତନ ଫର୍ଦ୍ଦ ଯୋଡ଼ି ହୋଇଛି

ଭୁବନେଶ୍ବର-: ଭୁବନେଶ୍ୱର ବରମୁଣ୍ଡା ପଡ଼ିଆରେ ଆୟୋଜିତ କାର୍ଯ୍ୟକ୍ରମରେ ସାମିଲ ହୋଇ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ ୧୯ଟି ପ୍ରକଳ୍ପର ଶିଳାନ୍ୟାସ ଓ ଲୋକର୍ପଣ କରିଛନ୍ତି । ଯାହାଫଳରେ ଓଡ଼ିଶାର ଭିତ୍ତିଭୂମି ବକାଶରେ ଆଜି ଏକ ନୂତନ ଫର୍ଦ୍ଦ ଯୋଡ଼ି ହୋଇଛି। କେନ୍ଦ୍ର ସରକାରଙ୍କ ଉଦ୍ୟମରେ ଆଜି…
Read More...