Browsing Tag

chimayee swain

ଯାଜପୁର ନେଉଳପୁର ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା;ମୃତକଙ୍କ ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା…

ଭୁବନେଶ୍ୱର: ଯାଜପୁର ନେଉଳପୁରଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଦୁର୍ଘଟଣାରେ ୭ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପୂର୍ବରୁ ଦୁର୍ଘଟଣାଗସ୍ତ ହୋଇଥିବା ଟ୍ରକକୁ ଧକ୍କା ଦେଲା ଆଇଚର୍ ।…
Read More...