Browsing Tag

cm naveen patanaik

ଆମେ ଟିଭିରେ ଦେଖିଛୁ : ବିଜେଡି ସରକାରରେ ମୁଖ୍ୟମନ୍ତ୍ରୀ ନିଜେ ବିଧାନସଭାକୁ ଆସନ୍ତି ନାହିଁ

ଭୁବନେଶ୍ୱର : ବିଧାନସଭାରେ ବିଭୂତି ପ୍ରଧାନଙ୍କ ବିବୃତି କୁ ନେଇ ଚର୍ଚ୍ଚା ।ବିଜେଡି ସରକାର ରେ ଜଣେ ଛାୟା ଜଣେ କାୟା ମୁଖ୍ୟମନ୍ତ୍ରୀ ଥିଲେ । ଛାୟା ମୁଖ୍ୟମନ୍ତ୍ରୀ ସାଜିଥିବା ଜଣେ ଅଫିସର ସେ କେବେ ବିଧାନସଭା ଆସିନାହାନ୍ତି । କାୟା ମୁଖ୍ୟମନ୍ତ୍ରୀ ନିଜେ ବିଧାନସଭାକୁ ଆସନ୍ତି ନାହିଁ । ଯାହା…
Read More...

ମାଲକାନଗିରିରେ ୮୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:  ମାଲକାନଗିରିରେ ଲକ୍ଷ୍ମୀ ବସ୍ ଯୋଜନା  ଶୁଭାରମ୍ଭ କରି   ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି। ଏହି ଅବସରରେ ଯୋଜନାର ପ୍ରଥମ ବସ୍‌ରେ ୧୦ ଟଙ୍କା ଦେଇ ପ୍ରଥମ ଟିକେଟ୍ କିଣି  ମାଲକାନଗିରିରୁ ଏମ୍.ଭି- ୦୩ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଯାତ୍ରା କରି ସେଠାରେ BQSର ଶୁଭାରମ୍ଭ କରିଥିଲେ।…
Read More...

ସ୍ବତନ୍ତ୍ର ଉନ୍ନୟନ ପରିଷଦ ପାଇଁ ୧୭୫.୫କୋଟି ଟଙ୍କାର ଅତିରିକ୍ତ ଅନୁଦାନ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସ୍ବତନ୍ତ୍ର ଉନ୍ନୟନ ପରିଷଦ ପାଇଁ ୧୭୫.୫ କୋଟିର ଅତିରିକ୍ତ ଅନୁଦାନକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି।  ଆଦିବାସୀଙ୍କ ଭାଷା, କଳା, ସଂସ୍କୃତି, ଐତିହ୍ୟର ସଂରକ୍ଷଣ ପାଇଁ ଏହା ଖର୍ଚ୍ଚ ହେବ । ଚଳିତ ବର୍ଷର ସ୍ୱାଭାବିକ ଅନୁଦାନ ୧୭୫.୫ କୋଟି…
Read More...

ହୋମିଭାବା କର୍କଟ ହସ୍ପିଟାଲ କେନ୍ଦ୍ରର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଏଥର କ୍ୟାନସର ଚିକିତ୍ସା ପାଇଁ ଓଡିଶା ବାହାରକୁ ଯିବେନି ରୋଗୀ । କ୍ୟାନସର ଚିକିତ୍ସାରେ ଆଉ ପାଦେ ଆଗେଇଲା ଓଡିଶା । ନାଇଜର କ୍ୟାମ୍ପସରେ ହେବ ହୋମି ଭାବା କର୍କଟ ହସପିଟାଲ । ଏହି ହୋମିଭାବା କର୍କଟ ହସ୍ପିଟାଲ କେନ୍ଦ୍ରର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି…
Read More...

ସିଆରପିଏଫ ଯବାନ ସୁଶାନ୍ତ ଖୁଣ୍ଟିଆଙ୍କ ଶହିଦରେ ଶୋକ ପ୍ରକାଶ କରିଛନ୍ତି ମୁକ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଭୁବନେଶ୍ବର : ସିଆରପିଏଫ ଯବାନ ସୁଶାନ୍ତ ଖୁଣ୍ଟିଆଙ୍କ ଶହିଦରେ ଶୋକ ପ୍ରକାଶ କରିଛନ୍ତି ମୁକ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଖବର ଜାଣିସେ ବହୁତ ଦୁଃଖିତ ବୋଲି ଟ୍ୱିଟ କରି ଜଣାଇଛନ୍ତି । ମାଟି ମା’ର ସେବାରେ ସୁଶାନ୍ତଙ୍କ ବଳିଦାନ ସର୍ବଦା ସ୍ମରଣୀୟ ରହିବ ସେ କହିଛନ୍ତି । ବୀର ଯବାନଙ୍କ ଅମର…
Read More...

ରୋଗୀଙ୍କ ଖାଦ୍ୟ ଅନୁଦାନରେ ୩୦ ପ୍ରତିଶତ ବୃଦ୍ଧି: ଖର୍ଚ୍ଚ ହେବ ୬୪ କୋଟି ଟଙ୍କା, ଉପକୃତ ହେବେ ୪୨ ଲକ୍ଷରୁ ଅଧିକ ରୋଗୀ

ଭୁବନେଶ୍ୱର : ଓଡିଶା ସରକାର ଉନ୍ନତ ସ୍ୱାସ୍ଥ୍ୟସେବା ପ୍ରଦାନ କ୍ଷେତ୍ରରେ ଅନେକ ଗୁଡିଏ ସଂସ୍କାରମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି। ରାଜ୍ୟରେ ସାର୍ବଜନୀନ ସ୍ୱାସ୍ଥ୍ୟସେବା ଲକ୍ଷ୍ୟ ହାସଲ ତଥା ଚିକିତ୍ସା ନିମନ୍ତେ ବ୍ୟକ୍ତିଗତ ଖର୍ଚ୍ଚକୁ ହ୍ରାସ କରିବା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ…
Read More...

ଦେଶର ପ୍ରଥମ ମହିଳା ଭାବେ ସମ୍ମାନଜନକ IUPAC ୨୦୨୩ ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି ଓଡ଼ିଆ ବୈଜ୍ଞାନିକ

ଭୁବନେଶ୍ୱର : ଦେଶର ପ୍ରଥମ ମହିଳା ଭାବେ ସମ୍ମାନଜନକ IUPAC ୨୦୨୩ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ମହାନ୍ତି | ଏହି ଅବସରରେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | ଟ୍ୱିଟ ମାଧ୍ୟମରେ ସେ କହିଛନ୍ତି ଯେ, ରସାୟନ ବିଜ୍ଞାନ…
Read More...

ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ବିଜୁ ଜନତା ଦଳର ମହିଳା କର୍ମୀ ମାନଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ବିଜୁ ଜନତା ଦଳର ଲକ୍ଷ ଲକ୍ଷ କର୍ମୀ ମା ମାନଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | ଏଥିସହ ମହିଳା ସଶକ୍ତିକରଣ ବିଜୁ ଜନତା ଦଳର ମୁଖ୍ୟ ଫୋକସ୍‌ ବୋଲି ଅବଗତ କରାଇଥିଲେ ମୁଖ୍ୟମନ୍ତ୍ରୀ । ସେ ଆଉରି ମଧ୍ୟ କହିଛନ୍ତି ଯେ,…
Read More...

ଅନ୍ତର୍ଜାତୀୟ ହସ୍ତଶିଳ୍ପ ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଯାଜପୁର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଯାଜପୁର ବ୍ୟାସନଗରରେ ଆନ୍ତର୍ଜାତୀୟ ହସ୍ତଶିଳ୍ପ ସମ୍ମିଳନୀକୁ ଉଦ୍ଘାଟନ କରିଛନ୍ତି। ଦୁଇ ଦିନିଆ ଏହି ଶିଖର ସମ୍ମିଳନୀରେ ୧୬ଟି ଦେଶରୁ ବହୁ ସଂଖ୍ୟାରେ ପ୍ରତିନିଧୀ ଏବଂ ସେମାନଙ୍କ ହସ୍ତଶିଳ୍ପ ପ୍ରଦର୍ଶନ କରୁଥିବା ବହୁ ପ୍ରଦର୍ଶକଙ୍କ ଅଂଶଗ୍ରହଣ…
Read More...

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ହକି ବିଶ୍ୱକପ ଜିତିଲେ ହେବ ଟଙ୍କା ବର୍ଷା

ଓଡିଶା : ଭାରତୀୟ ହକି ଖେଳାଳିଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଘୋଷଣା । ହକି ବିଶ୍ବକପ୍ ଜିତିଲେ ପ୍ରତି ଖେଳାଳିଙ୍କୁ ମିଳିବ କୋଟିଏ ଟଙ୍କା । ପୁରସ୍କାର ରାଶି ଭାବେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଭାରତୀୟ ହକି ଖେଳାଳିଙ୍କ ପାଇଁ ପୁରସ୍କାର ରାଶି ଘୋଷଣା କରିଛନ୍ତି ରାଜ୍ୟ…
Read More...