ଐତିହାସିକ ଡାକୋଟା ବିମାନକୁ ଜାତି ଉଦ୍ଦେଶ୍ୟରେ ସମର୍ପଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ। ଏହି ଅବସରରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଜାତି ଉଦ୍ଦେଶ୍ୟରେ ବିଜୁ ବାବୁଙ୍କ ଐତିହାସିକ ଡାକୋଟା ବିମାନକୁ ସମର୍ପଣ କରିଛନ୍ତି। Dakota DC-3 (VT-AUI) । ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରେ ଏହି…
Read More...
Read More...