ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, ଆସନ୍ତା ୨୫ ତାରିଖରେ ପାଳନ ହେବ ସମ୍ବିଧାନ ହତ୍ୟା ଦିବସ
ଭୁବନେଶ୍ୱର: ଆସନ୍ତା ୨୫ ତାରିଖରେ ସମ୍ବିଧାନ ହତ୍ୟା ଦିବସ ପାଳିବେ ରାଜ୍ୟ ସରକାର । ଜରୁରୀକାଳୀନ ସ୍ଥିତିର ୫୦ ବର୍ଷ ପୂର୍ତ୍ତି ଅବସରରେ ସମ୍ବିଧାନ ହତ୍ୟା ଦିବସ ପାଳିବେ ସରକାର । ଏନେଇ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ଏହି ଅବସରରେ ଭୁବନେଶ୍ବରରେ…
Read More...
Read More...