Browsing Tag

cricket

ଏୟାରପୋର୍ଟରେ ଖେଳାଳିଙ୍କ ସାଧାରଣ ଜ୍ଞାନ ପରୀକ୍ଷା

ନୂଆଦିଲ୍ଲୀ: ଆସନ୍ତା ନଭେମ୍ବର ୮ ତାରିଖରୁ ଖେଳାଯିବ ଟି୨୦ ସିରିଜ। ଏଥିରେ ମୁହାଁମୁହିଁ ହେବେ ଭାରତ ଏବଂ ସାଉଥ ଆଫ୍ରିକା  । ଏହା ପ୍ରଥମ ମାଚରେ ଡରବନରେ ଖେଳାଯିବାକୁ ଥିବା ବେଳେ ସାଉଥ ଆଫ୍ରିକାରେ ପହଞ୍ଚିଛି  ଭାରତୀୟ ଟିମ । ଏନେଇ ବିସିସିଆଇ ଖେଳାଳିଙ୍କ ଏକ ଭିଡିଓ ସେୟାର କରିଛି । ଯେଉଁଥିରେ…
Read More...

ପାକିସ୍ତାଦ କ୍ରିକେଟ ଦଳର ଫିଲ୍ଡିଂ କୋଚ ହେଲେ ମହମ୍ମଦ ମସରୁର

ନୂଆଦିଲ୍ଲୀ: ପାକିସ୍ତାନ କ୍ରିକେଟ୍ ବୋର୍ଡ (ପିସିବି) ସ୍ଥାନୀୟ ପ୍ରଥମ ଶ୍ରେଣୀ ଖେଳାଳି ମହମ୍ମଦ ମସରୁର୍‌ଙ୍କୁ ଅଷ୍ଟ୍ରେଲିଆ, ଜିମ୍ବାୱେ ଏବଂ ସାଉଥ୍ ଆଫ୍ରିକା ଗସ୍ତ ପାଇଁ ଜାତୀୟ ଟିମ୍‌ର ଫିଲ୍ଡିଂ କୋଚ୍ ନିଯୁକ୍ତ କରିଛି। ଉନ୍ନତ ଫିଲ୍ଡିଂ ପାଇଁ ପ୍ରସିଦ୍ଧ ମସରୁର୍ ତିନୋଟି ଯାକ ଗସ୍ତ ପାଇଁ…
Read More...

ଭାରତ ଆଗରେ ୧୦୬ ରନର ଟାର୍ଗେଟ ଦେଲା ପାକିସ୍ତାନ

ଦୁବାଇ: କମାଲ କଲେ ଭାରତୀୟ ମହିଳା ବୋଲର । ଦୁବାଇ ଇଣ୍ଟରନ୍ୟାସନାଲ ଷ୍ଟାଡିୟମଠାରେ ଖେଳାଯଉଥିବା ଆଇସିସି ମହିଳା ଟି-୨୦ ବିଶ୍ବକପର ୭ମ ମ୍ୟାଚରେ କମାଲ ଦେଖାଇଛନ୍ତି ଭାରତୀୟ ଦଳ । ଚିରାଚରିତ ପ୍ରତିଦ୍ବନ୍ଦ୍ବୀ ପାକିସ୍ତାନ ସହ ଖେଳୁଥିଲା ଭାରତ । ଏହି ମ୍ୟାଚରେ ପାକିସ୍ତାନ ପ୍ରଥମେ ବ୍ୟାଟିଂ କରି…
Read More...

୨୭ରୁ ଭାରତ-ବାଂଲାଦେଶ ଦ୍ବିତୀୟ ଟେଷ୍ଟ୍: ତୟାର ହେଉଛନ୍ତି ରୋହିତ ବାହିନୀ

ଚେନ୍ନାଇରେ ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟ୍‌କୁ ୨୮୦ ରନ୍‌ରେ ଜିତିବା ପରେ କାନପୁରରେ ୨୭ ତାରିଖ ଠାରୁ ଆୟୋଜିତ ହେବାକୁ ଥିବା ଦ୍ବିତୀୟ ଟେଷ୍ଟ୍ ଲାଗି ତୟାର ହେଉଛନ୍ତି ରୋହିତ ବାହିନୀ। ଶୃଙ୍ଖଳାରେ କ୍ଲିନ୍ ସୁଇପ୍ ବିଜୟ ହାସଲ କରିବା ସହ ଲଗାତାର ତୃତୀୟ ବର୍ଷ ପାଇଁ ବିଶ୍ବ…
Read More...

ବିଜୟ ପରେ ଦ୍ୱିତୀୟ ଟେଷ୍ଟ ପାଇଁ ବିସିସିଆଇ ଘୋଷଣା କଲା ଟିମ୍ ଇଣ୍ଡିଆ

ନୂଆଦିଲ୍ଲୀ: ଚେନ୍ନାଇ ଟେଷ୍ଟରେ ଟିମ୍ ଇଣ୍ଡିଆର ବିଜୟ ହୋଇଛି | ଏହାରି ମଧ୍ୟରେ କାନପୁରରେ ଖେଳାଯିବାକୁ ଥିବା ଦ୍ୱିତୀୟ ଟେଷ୍ଟ ପାଇଁ ବିସିସିଆଇ ଟିମ୍ ଇଣ୍ଡିଆ ଘୋଷଣା କରିଛି। ଭାରତର ବିଜୟ ପରେ ତୁରନ୍ତ ଦ୍ୱିତୀୟ ଟେଷ୍ଟ ପାଇଁ ବିସିସିଆଇ ଟିମ୍ ଇଣ୍ଡିଆ ଘୋଷଣା କରିଛି। ପ୍ରକାଶ ଯେ, ଭାରତ ଏବଂ…
Read More...

ଚେନ୍ନାଇ ଟେଷ୍ଟରେ ଅଶ୍ୱିନୀଙ୍କ ଡବଲ୍‌ ଧମାକା ସହ ୨୮୦ ରନ୍‌ରେ ହାରିଲା ବାଂଲାଦେଶ

ଚେନ୍ନାଇ : ଭାରତ ଜିତିଲା ପ୍ରଥମ ଟେଷ୍ଟ | ଚେନ୍ନାଇରେ ଚାଲିଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତ ବିଜୟୀ ହୋଇଛି। ଚେନ୍ନାଇ ଟେଷ୍ଟରେ ଅଶ୍ୱିନୀଙ୍କ ଡବଲ୍‌ ଧମାକା ସହ ୨୮୦ ରନ୍‌ରେ ହାରିଲା ବାଂଲାଦେଶ | ଫଳରେ ୩ ମ୍ୟାଚ ବିଶିଷ୍ଟ ଶୃଙ୍ଖଳରେ ଭାରତ ୧-୦ରେ ଆଗୁଆ ହୋଇଛି। ତେବେ ପ୍ରଥମେ ଟସ ଜିତି…
Read More...

ଶୁଭମନ ଗିଲ ଓ ରିଷବ ପନ୍ତଙ୍କ ଦମଦାର ଶତକ

ବ୍ୟୁରୋ : ଶୁଭମନ ଗିଲ ଓ ରିଷବ ପନ୍ତଙ୍କ ଦମଦାର ଶତକ । ବିଜୟର ଦ୍ବାରଦେଶରେ ଟିମ ଇଣ୍ଡିଆ । ଜିତିବାକୁ ଭାରତକୁ ଦରକାର ଆଉ ୬ ୱିକେଟ । ବାଂଲାଦେଶକୁ ବିଜୟ ପାଇଁ ଆବଶ୍ୟକ ୩୫୭ । ଚେନ୍ନାଇରେ ଖେଳାଯାଉଥିବା ପ୍ରଥମ ଟେଷ୍ଟର ତୃତୀୟ ଦିନ ଖେଳ ଶେଷ ହୋଇଛି । ପାଖାପାଖି ୬୩୪ ଦିନ ପରେ ଟେଷ୍ଟ୍…
Read More...

ମହିଳା T-20 ବିଶ୍ୱକପ: ଭାରତ ଏବଂ ପାକିସ୍ଥାନ ମଧ୍ୟରେ କେଉଁ ଦିନ ହେବ ଲଢେଇ

ନୂଆଦିଲ୍ଲୀ: 3 ଅକ୍ଟୋବରରୁ ମହିଳା ଟି -20 ବିଶ୍ୱକପ 2024 ଆରମ୍ଭ ହେଉଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚ୍ ବାଂଲାଦେଶ ଏବଂ ସ୍କଟଲ୍ୟାଣ୍ଡ ମଧ୍ୟରେ ଶାରଜାଠାରେ ଖେଳାଯିବ। ଏହି ପୁରା ଟୁର୍ଣ୍ଣାମେଣ୍ଟ ୟୁଏଇରେ ଖେଳାଯିବ। ଭାରତୀୟ ମହିଳା ଦଳର ପ୍ରଥମ ମ୍ୟାଚ୍ ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ହେବ।…
Read More...

ଶିଖର ଧୱନଙ୍କ କ୍ରିକେଟ ଯାତ୍ରାରେ ପଡିଲା ପୂର୍ଣ୍ଣଚ୍ଛେଦ, କ୍ରିକେଟରୁ ଅବସର ଘୋଷଣା କଲେ ଧୱନ

ନୂଆଦିଲ୍ଲୀ : ଶିଖର ଧୱନଙ୍କ କ୍ରିକେଟ ଯାତ୍ରାରେ ପଡିଲା ପୂର୍ଣ୍ଣଚ୍ଛେଦ | ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଧୱନ | ଆଜି ସକାଳୁ ସୋସିଆଲ ମିଡିଆରେ ଏକ ଭିଡିଓ ଜାରି କରି ଧୱନ ଉଭୟ ଅନ୍ତର୍ଜାତୀୟ ଓ ଘରୋଇ କ୍ରିକେଟରୁ ଅବସର ନେଇଥିବା ନେଇ ଘୋଷଣା କରିଛନ୍ତି। କ୍ରିକେଟର କୌଣସି ବି…
Read More...

ଭାରତ-ଶ୍ରୀଲଙ୍କା ଟି-ଟ୍ୱେଣ୍ଟି ସିରିଜ୍ ; ସୁପର ଓଭରରେ ବିଜୟୀ ହେଲା ଭାରତ

ସୁପର୍ ଓଭର ବିଜୟ ସହ ଶ୍ରୀଲଙ୍କା ବିପକ୍ଷ ଟ୍ବେଣ୍ଟି-୨୦ ଶୃଙ୍ଖଳାକୁ ଭାରତ ୩-୦ରେ ଜିତି ନେଇଛି। ଉଭୟ ଦଳ ୧୩୭ ରନ୍‌ରେ ଅଟକିଯିବା ପରେ ମ୍ୟାଚ୍‌ ଟାଇ ରହିଥିଲା। କିନ୍ତୁ ସୁପର୍ ଓଭରରେ ୱାସିଂଟନ୍ ସୁନ୍ଦର ମାତ୍ର ୪ ବଲ୍‌ରେ ୨ ରନ୍ ଦେଇ ୨ ୱିକେଟ୍‌ ଦଖଲ କରିନେଇଥିଲେ। ଜବାବରେ ମଥିଶା ପଥିରଣାଙ୍କ…
Read More...