Browsing Tag

cricket

ଶ୍ରୀଲଙ୍କାର ଅଭିଜ୍ଞ କ୍ରିକେଟର ଆଞ୍ଜେଲୋ ମାଥ୍ୟୁସ୍ ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି

ନୂଆଦିଲ୍ଲୀ-: ଶ୍ରୀଲଙ୍କାର ଅଭିଜ୍ଞ କ୍ରିକେଟର ଆଞ୍ଜେଲୋ ମାଥ୍ୟୁସ୍ ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି । ଶୁକ୍ରବାର ଏକ ବିବୃତିରେ ୩୭ ବର୍ଷୀୟ ମାଥ୍ୟୁସ୍ ନିଶ୍ଚିତ କରିଛନ୍ତି ଯେ ଜୁନ ମାସରେ ଗାଲେ ଆନ୍ତର୍ଜାତୀୟ ଷ୍ଟାଡିୟମରେ ବାଂଲାଦେଶ ବିପକ୍ଷରେ ହେବାକୁ ଥିବା ଟେଷ୍ଟ ମ୍ୟାଚ ତାଙ୍କର…
Read More...

ଗୋଟିଏ ମ୍ୟାଚରୁ ସସପେଣ୍ଡ ହୋଇଛନ୍ତି ଦିଗଭେଶ ରାଠୀ

ଲକ୍ଷ୍ନୌ: ଗୋଟିଏ ମ୍ୟାଚରୁ ସସପେଣ୍ଡ ହୋଇଛନ୍ତି ଦିଗଭେଶ ରାଠୀ । ତାଙ୍କର ବିଶୃଙ୍ଖଳିତ ଆଚରଣ ପାଇଁ ତାଙ୍କ ଦଳର ଗୋଟିଏ ମ୍ୟାଚରୁ ସସପେଣ୍ଡ କରାଯାଇଛି । ଏହା ସହ  ଜରିମାନା ବାବଦକୁ ମ୍ୟାଚ ଫିର ୫୦%ଅର୍ଥ କଟିଦିଆଯାଇଛି ।  ତେବେ ଗତକାଲି  ଲକ୍ଷ୍ନୌ ଓ ହାଇଦ୍ରାବାଦ ମଧ୍ୟରେ ଖେଳା ଯାଇଥିବା ମ୍ୟାଚ…
Read More...

ବିସ୍ଫୋରକ ବ୍ୟାଟସମ୍ୟାନ୍ ଟ୍ରାଭିସ୍ ହେଡ୍ କରୋନାରେ ସଂକ୍ରମିତ

ଲକ୍ଷ୍ନୌ : ଆଜି ସନ୍ଧ୍ୟାରେ ଖେଳାଯିବ ଲକ୍ଷ୍ନୌ ସୁପରଜାଏଣ୍ଟ୍ସ ବନାମ ସନରାଇଜର୍ସ ହାଇଦ୍ରାବାଦ ମ୍ୟାଚ୍ ।  ଏହା ପୂର୍ବରୁ ଲକ୍ଷ୍ନୌ ପାଇଁ ଏକ ଖୁସି ଖବର ଆସିଛି କାରଣ ହାଇଦ୍ରାବାଦର ବିସ୍ଫୋରକ ବ୍ୟାଟସମ୍ୟାନ୍ ଟ୍ରାଭିସ୍ ହେଡ୍ କରୋନାରେ ସଂକ୍ରମିତ ହୋଇଛନ୍ତି। ଏହି କାରଣରୁ ସେ ଆଜିର ମ୍ୟାଚ୍…
Read More...

ନିକଟରେ ଭାରତ-ପାକିସ୍ତାନ ସୀମାରେ ଉତ୍ତେଜନା ଯୋଗୁ ବନ୍ଦ ରହିଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ ଆଜିଠୁ ଆରମ୍ଭ

ନୂଆଦିଲ୍ଲୀ-: ନିକଟରେ ଭାରତ-ପାକିସ୍ତାନ ସୀମାରେ ଉତ୍ତେଜନା ଯୋଗୁ ବନ୍ଦ ରହିଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଅବଶିଷ୍ଟ ମ୍ୟାଚ ଶନିବାର ଠାରୁ ପୁଣି ଆରମ୍ଭ ହେବାକୁ ଯାଉଛି । ୬ଟି ଭେନ୍ୟୁରେ ଅବଶିଷ୍ଟ ୧୭ଟି ମ୍ୟାଚ ଅନୁଷ୍ଠିତ ହେବ । ବେଙ୍ଗାଲୁରୁ, ଜୟପୁର, ଦିଲ୍ଲୀ, ଲକ୍ଷ୍ନୌ,…
Read More...

ଟେଷ୍ଟ ଫର୍ମାଟକୁ ବାଏ ବାଏ କହିବାକୁ ନିଷ୍ପତ୍ତି ନେଇଛନ୍ତି ବିରାଟ କୋହଲି

ନୂଆଦିଲ୍ଲୀ-: ଭାରତୀୟ କ୍ରିକେଟ ଟିମର ନାମିଦାମୀ ବ୍ୟାଟ୍ସମ୍ୟାନ ବିରାଟ କୋହଲିଙ୍କୁ ନେଇ ଆସିଲା ବଡ ଅପଡେଟ୍ । ଭାରତୀୟ କ୍ରିକେଟ ଦଳର ଅଧିନାୟକ ରୋହିତ ଶର୍ମା ଟେଷ୍ଟ କ୍ରିକେଟରୁ ଅବସର ନେବା ପରେ, ଏବେ ତାଙ୍କ ସାଥୀ ବିରାଟ କୋହଲି ମଧ୍ୟ ଏହି ଫର୍ମାଟକୁ ବାଏ ବାଏ କହିବାକୁ ନିଷ୍ପତ୍ତି…
Read More...

ଭାରତ ଏବଂ ପାକିସ୍ତାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦେଖି ଆଇପିଏଲ ୨୦୨୫କୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ…

ନୂଆଦିଲ୍ଲୀ-: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦେଖି ବିସିସିଆଇ ଏକ ବଡ଼ ନିଷ୍ପତ୍ତି ନେଇଛି। ଆଇପିଏଲ ୨୦୨୫କୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଛି। ବିସିସିଆଇ (ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ) ଏବଂ ଆଇପିଏଲ ପରିଚାଳନା ସଂସ୍ଥା ଦ୍ୱାରା ନିଆଯାଇଥିବା ଏହି…
Read More...

ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି ଅଧିନାୟକ ରୋହିତ ଶର୍ମା

ମୁମ୍ବାଇ-: ଭାରତୀୟ କ୍ରିକେଟ ଦଳର ଅଧିନାୟକ ରୋହିତ ଶର୍ମା ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ୨୦୨୪-୨୫ ବର୍ଡର-ଗାଭାସ୍କର ଟ୍ରଫି ପରେ ଏହି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି, ଯେଉଁଠାରେ ତାଙ୍କର ପ୍ରଦର୍ଶନ ନିରାଶାଜନକ ଥିଲା। ତିନୋଟି ଟେଷ୍ଟରେ ମାତ୍ର ୩୧ ରନ୍ ସଂଗ୍ରହ କରିଥିବା…
Read More...

ଡୋପ ଟେଷ୍ଟରେ ବିଫଳ ହେବା ପରେ ଦକ୍ଷିଣ ଆଫ୍ରିକାର ଦ୍ରୁତ ବୋଲର କାଗିସୋ ରବାଡାଙ୍କୁ କ୍ରିକେଟର ସମସ୍ତ ପ୍ରକାର ଫର୍ମାଟରୁ…

ନୂଆଦିଲ୍ଲୀ-: ଡୋପ ଟେଷ୍ଟରେ ବିଫଳ ହେବା କାରଣରୁ ଦକ୍ଷିଣ ଆଫ୍ରିକାର ଦ୍ରୁତ ବୋଲର କାଗିସୋ ରବାଡା ଏବେ ସାମୟିକ ଭାବେ କ୍ରିକେଟର ସମସ୍ତ ପ୍ରକାର ଫର୍ମାଟରୁ ସାମୟିକ ନିଲମ୍ବିତ ହୋଇଛନ୍ତି ।  ରବାଡା ନିଜେ ଏହି ସୂଚନା ଦେଇ ପ୍ରଶଂସକ ଏବଂ ନିଜ ଟିମ୍ ନିକଟରେ କ୍ଷମାପ୍ରାର୍ଥନା କରିଛନ୍ତି। ଦକ୍ଷିଣ…
Read More...

ଦିଲ୍ଲୀଠାରୁ ପ୍ରତିଶୋଧ ନେବାକୁ ପଡିଆକୁ ଓହ୍ଲାଇବ ଆରସିବି

ନୂଆଦିଲ୍ଲୀ: ଦିଲ୍ଲୀ କ୍ୟାପିଟାଲ (ଡିସି) ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଆଜି ସନ୍ଧ୍ୟାରେ ମୁହାଁମୁହିଁ ହେବେ । ଏହି ମ୍ୟାଚ୍ ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯିବ । ସିଜନରେ ପ୍ରଥମ ରାଉଣ୍ଡ ଲଢେଇରେ ଉଭୟ ଦଳ ବେଙ୍ଗାଲୁରୁରେ ଆମ୍ନାସାମ୍ନି ହୋଇଥିଲେ । ଦିଲ୍ଲୀ ୬ଟି…
Read More...

ପଞ୍ଜାବକୁ ଅଟକାଇ ପାରିବକି ଚେନ୍ନାଇ ?

ଚଣ୍ଡିଗଡ଼-: ଇଣ୍ଡିଆନ୍ ପ୍ରିମିୟର ଲିଗ୍ ଚଳିତ ସଂସ୍କରଣର, ୨୨ ତମ ମ୍ୟାଚରେ ସାମ୍ନାସାମ୍ନି ହେବେ ପଞ୍ଜାବ କିଙ୍ଗ୍ସ (PBKS) ଏବଂ ଚେନ୍ନାଇ ସୁପର କିଙ୍ଗ୍ସ (CSK) । ଦୁଇ ଦଳ ମଧ୍ୟରେ ଏହି ମ୍ୟାଚ୍ ସନ୍ଧ୍ୟା ୭:୩୦ରେ ଚଣ୍ଡିଗଡ଼ରେ ଖେଳାଯିବ । ପଞ୍ଜାବ କିଙ୍ଗ୍ସ ଚଳିତ ସିଜନରେ ଏପର୍ଯ୍ୟନ୍ତ ୩ଟି…
Read More...