ପଶ୍ଚିମବଙ୍ଗ ଦାର୍ଜିଲିଂରେ ବଡ ଧରଣର ଟ୍ରେନ ଦୁର୍ଘଟଣା ; ୫ ମୃତ , ୨୫ ଆହତ
ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗର ଦାର୍ଜିଲିଂରେ ବଡ଼ ଧରଣର ଟ୍ରେନ୍ ଦୁର୍ଘଟଣା। ନିଉଜଲପାଇଗୁଡି ଷ୍ଟେସନ ନିକଟ ରଙ୍ଗପାଣି ଠାରେ କାଞ୍ଚନଜଙ୍ଗା ଏକ୍ସପ୍ରେସ ଟ୍ରେନକୁ ପଛ ପଟରୁ ଧକ୍କା ମାରିଛି ମାଲବାହୀ ଟ୍ରେନ୍। ଦୁର୍ଘଟଣାରେ ଯାତ୍ରୀବାହୀ କାଞ୍ଚନଜଙ୍ଗା ଏକ୍ସପ୍ରେସର ତିନିଟି ବଗିର ବହୁ ଯାତ୍ରୀ ଆହତ…
Read More...
Read More...