ଦିଲ୍ଲୀରେ ଆମ ଆଦମୀ ପାର୍ଟିର ୧୫ ଜଣ କାଉନସିଲର ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି
ନୂଆଦିଲ୍ଲୀ-: ଦିଲ୍ଲୀ ବିଧାନସଭା ନିର୍ବାଚନରେ ପରାଜୟ ପରେ ଆମ ଆଦମୀ ପାର୍ଟି (ଆପ)ର ସମସ୍ୟା ବଢିବାରେ ଲାଗିଛି । ସ୍ଥିତି ଏପରି ହୋଇଛି ଦିଲ୍ଲୀରେ ଦଳ ବିଭାଜିତ ହୋଇଯାଇଛି । ଦିଲ୍ଲୀରେ ଆମ ଆଦମୀ ପାର୍ଟିର ୧୫ ଜଣ କାଉନସିଲର ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ହେମଚନ୍ଦ୍ର ଗୋୟଲଙ୍କ…
Read More...
Read More...