ଜଗନ୍ନାଥ ପ୍ରେମୀ ଭକ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ରାଷ୍ଟ୍ରପତି
ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ପବିତ୍ର ରଥଯାତ୍ରା । ଭକ୍ତ ଓ ଭଗବାନଙ୍କର ମହାମିଳନର ପର୍ବ । ଏହି ଅବସରରେ ସମସ୍ତ ଦେଶବାସୀ, ଓଡ଼ିଶାବାସୀ ଏବଂ ବିଶ୍ୱବ୍ୟାପୀ ଜଗନ୍ନାଥ ପ୍ରେମୀ ଭକ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ରାଷ୍ଟ୍ରପତି । ଟୁଇଟ୍ କରି…
Read More...
Read More...