ଗୋପାଳପୁରରେ ଘଟିଥିବା ଗଣଦୁଷ୍କର୍ମ ଘଟଣାରେ ଅପରାଧୀମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ ପଦକ୍ଷେପ ନିଆଯିବ ବୋଲି…
ଭୁବନେଶ୍ୱର-: ଗୋପାଳପୁର ଗଣଦୁଷ୍କର୍ମ ଘଟଣାର ଦୃଢ ନିନ୍ଦା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏଭଳି ଘଟଣା ଅତ୍ୟନ୍ତ ନିନ୍ଦନୀୟ ଓ ମାନବତା ବିରୁଦ୍ଧରେ ଏକ ଅପରାଧ । ଏ ଘଟଣାରେ ସମ୍ପୃକ୍ତ କୌଣସି ଅପରାଧୀଙ୍କୁ ଛଡା ଯିବ ନାହିଁ। ଆଇନ ଅନୁମୋଦିତ ସବୁଠାରୁ କଠୋର ଦଣ୍ଡବିଧାନ କରାଯିବ । ଏ ଘଟଣାରେ…
Read More...
Read More...