Browsing Tag

Heat Wave Alert

ଅସହ୍ୟ ହେଲାଣି ତାତି

ଭୁବନେଶ୍ବର:ରାଜ୍ୟକୁ ଫେରିଛି ପୁଣି ଗ୍ରୀଷ୍ମପ୍ରଭାବ ।ପୁଣି ଅସହ୍ୟ ହେଲାଣି ତାତି । ତାତି ସାଙ୍ଗକୁ ପ୍ରବଳ ଗୁଳୁଗୁଳି ଅନୁଭବ ହେଉଛି । ଆଜି ସକାଳ ୮ଟା ସୁଦ୍ଧା ଭୁବନେଶ୍ବରର ତାପମାତ୍ରା ୩୨.୬ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିଲା । ୭୯ ପ୍ରତିଶତ ଆର୍ଦ୍ରତା ରହିଥିବା ଆଞ୍ଚଳିକ ପାଣିପାଗ…
Read More...

୨୭ରୁ ଫେରିବ ତାତି, ଅସହ୍ୟ ଗରମରେ ଆଉଟୁପାଉଟୁ ଓଡ଼ିଶା

ଭୁବନେଶ୍ୱର: ମାର୍ଚ୍ଚ ଆରମ୍ଭରୁ କଲବଲ କଲାଣି ତାତି । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ,ଆସନ୍ତା ୨୭ ତାରିଖ ପରେ ରାଜ୍ୟରେ ବଢ଼ିବ ଖରାର ପ୍ରକୋପ।ତେବେ କେତେକ ଜିଲ୍ଲାରେ ତାପମାତ୍ରା ୪୪ ଡିଗ୍ରୀ ସେଲସିୟସ୍‌ ଛୁଇଁବାର ସମ୍ଭାବନା ରହିଛି ବୋଲି ପାଣିପାଗବିତ୍‌ ପୂର୍ବାନୁମାନ କରିଛନ୍ତି ।…
Read More...