Browsing Tag

IPL

ଗୋଟିଏ ମ୍ୟାଚରୁ ସସପେଣ୍ଡ ହୋଇଛନ୍ତି ଦିଗଭେଶ ରାଠୀ

ଲକ୍ଷ୍ନୌ: ଗୋଟିଏ ମ୍ୟାଚରୁ ସସପେଣ୍ଡ ହୋଇଛନ୍ତି ଦିଗଭେଶ ରାଠୀ । ତାଙ୍କର ବିଶୃଙ୍ଖଳିତ ଆଚରଣ ପାଇଁ ତାଙ୍କ ଦଳର ଗୋଟିଏ ମ୍ୟାଚରୁ ସସପେଣ୍ଡ କରାଯାଇଛି । ଏହା ସହ  ଜରିମାନା ବାବଦକୁ ମ୍ୟାଚ ଫିର ୫୦%ଅର୍ଥ କଟିଦିଆଯାଇଛି ।  ତେବେ ଗତକାଲି  ଲକ୍ଷ୍ନୌ ଓ ହାଇଦ୍ରାବାଦ ମଧ୍ୟରେ ଖେଳା ଯାଇଥିବା ମ୍ୟାଚ…
Read More...

ନିକଟରେ ଭାରତ-ପାକିସ୍ତାନ ସୀମାରେ ଉତ୍ତେଜନା ଯୋଗୁ ବନ୍ଦ ରହିଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ ଆଜିଠୁ ଆରମ୍ଭ

ନୂଆଦିଲ୍ଲୀ-: ନିକଟରେ ଭାରତ-ପାକିସ୍ତାନ ସୀମାରେ ଉତ୍ତେଜନା ଯୋଗୁ ବନ୍ଦ ରହିଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଅବଶିଷ୍ଟ ମ୍ୟାଚ ଶନିବାର ଠାରୁ ପୁଣି ଆରମ୍ଭ ହେବାକୁ ଯାଉଛି । ୬ଟି ଭେନ୍ୟୁରେ ଅବଶିଷ୍ଟ ୧୭ଟି ମ୍ୟାଚ ଅନୁଷ୍ଠିତ ହେବ । ବେଙ୍ଗାଲୁରୁ, ଜୟପୁର, ଦିଲ୍ଲୀ, ଲକ୍ଷ୍ନୌ,…
Read More...

ଭାରତ ଏବଂ ପାକିସ୍ତାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦେଖି ଆଇପିଏଲ ୨୦୨୫କୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ…

ନୂଆଦିଲ୍ଲୀ-: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦେଖି ବିସିସିଆଇ ଏକ ବଡ଼ ନିଷ୍ପତ୍ତି ନେଇଛି। ଆଇପିଏଲ ୨୦୨୫କୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଛି। ବିସିସିଆଇ (ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ) ଏବଂ ଆଇପିଏଲ ପରିଚାଳନା ସଂସ୍ଥା ଦ୍ୱାରା ନିଆଯାଇଥିବା ଏହି…
Read More...

ଲକ୍ଷ୍ନୌ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା

ମୁମ୍ବାଇ: ମୁମ୍ବାଇର ଓ୍ବାଙ୍ଖଡ଼େ ଷ୍ଟାଡିୟମଠାରେ ଖେଳାଯାଉଥିବା ଆଇପିଏଲ ୨୦୨୫ର ୪୫ତମ ମ୍ୟାଚରେ ଲକ୍ଷ୍ନୌ ସୁପରଜାୟାଣ୍ଟସଙ୍କ ଉପରେ ୨୧୬ ରନର ଲକ୍ଷ୍ୟ ରଖିଛି ମୁମ୍ବାଇ ଇଣ୍ଡିଆନ୍ସ । ଏହି ମ୍ୟାଚରେ ଲକ୍ଷ୍ନୌ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ପ୍ରଥମେ ବ୍ୟାଟିଂ…
Read More...

ଦିଲ୍ଲୀଠାରୁ ପ୍ରତିଶୋଧ ନେବାକୁ ପଡିଆକୁ ଓହ୍ଲାଇବ ଆରସିବି

ନୂଆଦିଲ୍ଲୀ: ଦିଲ୍ଲୀ କ୍ୟାପିଟାଲ (ଡିସି) ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଆଜି ସନ୍ଧ୍ୟାରେ ମୁହାଁମୁହିଁ ହେବେ । ଏହି ମ୍ୟାଚ୍ ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯିବ । ସିଜନରେ ପ୍ରଥମ ରାଉଣ୍ଡ ଲଢେଇରେ ଉଭୟ ଦଳ ବେଙ୍ଗାଲୁରୁରେ ଆମ୍ନାସାମ୍ନି ହୋଇଥିଲେ । ଦିଲ୍ଲୀ ୬ଟି…
Read More...

ଆଜି ରୟାଲ୍ ଚ୍ୟାଲେଞ୍ଜର୍ସ-ରାଜସ୍ଥାନ ରୟାଲ୍ସ ମଧ୍ୟରେ ଲଢେଇ

ରାଜସ୍ଥାନ  : ଆଜି ରାଜସ୍ଥାନ ରୟାଲ୍ସ ଘରୋଇ ଗ୍ରାଉଣ୍ଡ୍‌ରେ ରୟାଲ୍‌ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ଭେଟିବ । ଉଭୟ ଦଳ ଇତି ମଧ୍ୟରେ ୫ଟି ଲେଖାଏଁ ମ୍ୟାଚ୍‌ ଖେଳି ସାରିଛନ୍ତି । ରୟାଲ୍‌ ଚ୍ୟାଲେଞ୍ଜର୍ସ ୩ଟି ଓ ରାଜସ୍ଥାନ ରୟାଲ୍ସ ୨ଟି ମ୍ୟାଚ୍‌ ଜିତି ଯଥାକ୍ରମେ ୬ ଓ ୪ ପଏଣ୍ଟ ଅର୍ଜନ କରିଛନ୍ତି…
Read More...

୬ ୱିକେଟ୍ରେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ପରାସ୍ତ କରିଛି ଦିଲ୍ଲୀ କ୍ୟାପିଟାଲ୍ସ

ନୂଆଦିଲ୍ଲୀ : ସ୍ପିନର୍‌ଙ୍କ ଦ୍ବାରା ପ୍ରତ୍ୟାବର୍ତ୍ତନ କରିବା ପରେ କେଏଲ୍ ରାହୁଲଙ୍କ ଆକର୍ଷଣୀୟ ପାଳି (୫୩ ବଲ୍‌ରୁ ୯୩* ରନ୍, ୭ ଚୌକା, ୬ ଛକା) ବଳରେ ଦିଲ୍ଲୀ କ୍ୟାପିଟାଲ୍ସ ୬ ୱିକେଟ୍‌ରେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ପରାସ୍ତ କରିଛି। ଏଥି ସହିତ ଏକମାତ୍ର ଅପରାଜିତ ଦିଲ୍ଲୀ…
Read More...

ମୁମ୍ବାଇ ଇଣ୍ଡିଆନ୍ସକୁ ୧୨ ରନ୍‌ରେ ପରାସ୍ତ କରିଛି ରୟାଲ ଚାଲେଞ୍ଜର୍ସ ବେଙ୍ଗାଲୁରୁ

ମୁମ୍ବାଇ : ଘଡ଼ି ଘଡ଼ିକେ ମୋଡ଼ ବଦଳାଉଥିବା ଉତ୍କଣ୍ଠାପୂର୍ଣ୍ଣ ମୁକାବିଲାରେ ସୋମବାର ପାଞ୍ଚଥର ବିଜେତା ମୁମ୍ବାଇ ଇଣ୍ଡିଆନ୍ସକୁ ୧୨ ରନ୍‌ରେ ପରାସ୍ତ କରିଛି ରୟାଲ ଚାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି)। ୨୨୨ ରନ୍‌ର ବଡ଼ ବିଜୟ ଲକ୍ଷ୍ୟକୁ ପିଛା କରୁଥିବା ମୁମ୍ବାଇ ଦୁଇ ଓପନର୍ ରୋହିତ ଶର୍ମା…
Read More...

୨୫ ରନରେ ଚେନ୍ନାଇକୁ ମାତ୍ ଦେଲା ଦିଲ୍ଲୀ କ୍ୟାପିଟାଲ୍ସ

ଚେନ୍ନାଇ: ଚାଲିଛି ଆଇପିଏଲ ୨୦୨୫ ମହାସମର ।  ଆଜି ସଂଧ୍ୟାରେ ଦିଲ୍ଲୀ କ୍ୟାପିଟାଲ୍ସର କୁ ଭେଟିଥିଲା ଚେନ୍ନାଇ ସୁପର କିଙ୍ଗସ । ଆଉ ଏହି ମ୍ୟାଚରେ   ୨୫ ରନରେ ଚେନ୍ନାଇକୁ ମାତ୍ ଦେଲା ଦିଲ୍ଲୀ କ୍ୟାପିଟାଲ୍ସ ଦଳ । ଚଳିତ ସିଜିନରେ ଡିସି ର ଏହା ଲଗାତାର ତୃତୀୟ ଜିତ୍ । ପ୍ରଥମେ ବ୍ୟାଟିଂ କରି…
Read More...

ବୈଭବ ଓ ବରୁଣଙ୍କ ଘାତକ ବୋଲିଂ ଆଗରେ ଧରାଶାୟୀ ହାଇଦ୍ରାବାଦ

ବ୍ୟୁରୋ-: ଚଳିତ ଆଇପିଏଲ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ୮୦ ରନ୍‌ର ବଡ଼ ବ୍ୟବଧାନରେ ସନରାଇଜର୍ସ ହାଇଦ୍ରାବାଦ (ଏସ୍‌ଆର୍‌ଏଚ୍‌)କୁ ପରାସ୍ତ କରିଛି। ଏହା କୋଲକାତାର ଚତୁର୍ଥ ମ୍ୟାଚରେ ଦ୍ୱିତୀୟ ବିଜୟ ହୋଇଥିବା ବେଳେ ହାଇଦ୍ରାବାଦ ଲାଗି ଏହା…
Read More...