Browsing Tag

jagannatha

ଆଜି ମହାପ୍ରଭୁଙ୍କର ହେବ ବନକଲାଗି ନିତି : ୫ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ/ ସଞ୍ଜୟ ମହାପାତ୍ର: ଆଜି କାର୍ତ୍ତିକ କୃଷ୍ଣ ତ୍ରୟୋଦଶୀ ତିଥିରେ  ମହାପ୍ରଭୁଙ୍କର ହେବ ବନକଲାଗି ନିତି। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନିତି ଅନୁଷ୍ଠିତ ହେବ । ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ…
Read More...

ଆଜି ଶ୍ରୀଜିଉଙ୍କ ଅଧରପଣା ନୀତି

ପୁରୀ /ସଞ୍ଜୟ ମହାପାତ୍ର: ଆଉ ଗୋଟିଏ ଦିନ ପରେ ମହାପ୍ରଭୁ ନବଦିନ ଯାତ୍ରା ସାରି ରତ୍ନସିଂହାସନକୁ ବାହୁଡ଼ିବେ । ଆଜି ସକାଳେ ତିନି ରଥ ଉପରେ ମହାପ୍ରଭୁଙ୍କ ମଙ୍ଗଳଆଳତି ବଢିବା ପରେ ଅନ୍ୟାନ୍ୟ ନୀତି ଚାଲୁରହିଛି । ତିନି ରଥରେ ଠାକୁର ମାନଙ୍କୁ ଦର୍ଶନ କରିବା ପାଇଁ ହଜାର ହଜାର ଭକ୍ତଙ୍କ ମଧ୍ୟ…
Read More...

ମହଣ ମହଣ ସୁନା ପରିଧାନ କରି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧା ମୁରତୀ

ପୁରୀ: ସୁନାରେ ଝଲସୁଛନ୍ତି ମହାବାହୁ । ରଥ ଉପରେ ମହଣ ମହଣ ସୁନା ପରିଧାନ କରି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧା ମୁରତୀ । ଏହି ବେଶକୁ ଟିକେ ଦର୍ଶନ କରିବାକୁ ବ୍ୟାକୁଳ ଶ୍ରଦ୍ଧାଳୁ । ମଥାରେ ସୁନାର କିରିଟ ସାଙ୍ଗକୁ କାନରେ ସୁନାର କୁଣ୍ଡଳ। କମରରେ ସୁନାର କମରପଟି, ପାଦରେ ଶ୍ରୀପୟର।…
Read More...

ଆସନ୍ତା କାଲି ସକାଳ ୮ଟାରୁ ଶ୍ରୀମନ୍ଦିରରେ ପ୍ରବେଶ ଉପରେ ଲାଗିବ କଟକଣା

ପୁରୀ : ଅସନ୍ତା କାଲି ପୁଣି ଖୋଲିବ ରତ୍ନଭଣ୍ଡାର । ତେଣୁ ସକାଳ ୮ଟାରୁ ଶ୍ରୀମନ୍ଦିରରେ ପ୍ରବେଶ ଉପରେ ଲାଗିବ କଟକଣା । ଭିତର ରତ୍ନଭଣ୍ଡାର ରତ୍ନ ସ୍ଥାନାନ୍ତର ହେବା ନେଇ ଏମିତି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । ଆସନ୍ତା କାଲି ସକାଳ ୮ଟାରୁ ସିଂହଦ୍ବାରକୁ ଛାଡି…
Read More...

ମହାପ୍ରଭୁଙ୍କ ସୁନାବେଶ ପାଇଁ ନୀତି ନିର୍ଘଣ୍ଟ

ପୁରୀ: ଆସନ୍ତା କାଲି ସୁନା ବେସରେ ଦର୍ଶନ ଦେବେ ମହାପ୍ରଭୁ । ମହଣ ମହଣ ସୁନାରେ ଝଟକିବେ ବିଶ୍ୱ ନିୟନ୍ତା ।ଏନେଇ ଶେଷ ହୋଇଛି ନୀତି ନିର୍ଘଣ୍ଟ । ଆସନ୍ତା କାଲି ସକାଳ ୬ଟାରୁ ଆରମ୍ଭ ହେବ ମଙ୍ଗଳ ଆଳତୀ ନୀତି ।ପରେ ଦିନ ୧୦ଟା ୩୦ ସୁଦ୍ଧା ଗୋପାଳ ବଲ୍ଲଭ ଭୋଗ ନୀତି ଶେଷ ହେବ । ସେହିପରି ଦିନ ୨ଟାରୁ…
Read More...

ବଡ ଠାକୁରଙ୍କୁ ଲାଗି ହେଲା ପୋଡ ପିଠା

ପୁରୀ: ଆଜି ହେଉଛି ପବିତ୍ର ବାହୁଡା ଯାତ୍ରା । ଏନେଇ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ମଉସୀ ମାଙ୍କ ଘରେ ଶ୍ରୀଜିଉ ବଡ ଭାଇ ବଳରାମ ଗେହ୍ଲି ଭଉଣୀ ସୁଭଦ୍ରାଙ୍କୁ ଧରି ପୋଡପିଠା ଖାଇଛନ୍ତି ବ୍ରହ୍ମାଣ୍ଡ ଠାକୁର । ବଡ ଦେଉଳକୁ ଫେରିବେ ତିନି ଠାକୁର । ତେଣୁ ଶରଧାବାଲି ସୁସଜ୍ଜିତ ହୋଇଛି । ରଥାରୁଢ ହୋଇ…
Read More...

ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ୫ ଥାକିଆ ସୁରକ୍ଷା ବ୍ୟବସ୍ଥା

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି । ୫ ଥାକିଆ ସୁରକ୍ଷା ବ୍ୟବସ୍ଥାରେ ୪୪ ପ୍ଲାଟୁନ ପୋଲସ ଫୋର୍ସ ସମେତ ବିରିଷ୍ଠ ଅଧିକାରୀ ମୃତୟନ ହେବେ । । ୧୨ ତାରିଖରୁ ୧୫ ତାରିଖ ଓ ୧୬ରୁ ୧୭ତାରିଖ ଦୁଇଟି ପର୍ଯ୍ୟାୟରେ ହୋଇଛି ସୁରକ୍ଷା ବ୍ୟବସ୍ଥା…
Read More...

ମହାପ୍ରଭୁଙ୍କ ବନକଲାଗି ନୀତି ପାଇଁ ୪ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ: ଆସନ୍ତାକାଲି ହେବ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର । ପବିତ୍ର ମାର୍ଗଶୀର-ଶୁକ୍ଳ ଅଷ୍ଟମୀ ତିଥି ଶ୍ରୀ ବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦତ୍ତମହାପାତ୍ର ସେବକମାନେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବା ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ । ଏହି ସମୟରେ ମହାପ୍ରଭୁଙ୍କ…
Read More...

ଆସନ୍ତା କାଲି ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ:କାର୍ତ୍ତିକ ମାସ କୃଷ୍ଣ ପକ୍ଷ ଦଶମୀ କଳ ତିଥି ହୋଇଥିବାରୁ ଆସନ୍ତା କାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠି ହେବ । ଏହି ନୀତି ଅପରାହ୍ନ ୫ ଘଟିକାରୁ ରାତ୍ର ୯ ଘଟିକା ପର୍ଯ୍ୟନ୍ତ ଚାଲିବ ବୋଲି କୁହାଯାଉଛି । ଦ୍ୱତୀୟ ଭୋଗମଣ୍ଡପରେ ଭୋଗ ଶେଷ ହେବା ପରେ ଏହି ନୀତି…
Read More...

କୃଷ୍ଣଲୀଳାର ଶେଷ ଦିବସରେ କଂସ ମହାରାଜଙ୍କୁ ବଧ କରିଛନ୍ତି ଶ୍ରୀକୃଷ୍ଣ

ପୁରୀ  / ସଞ୍ଜୟ  ମହାପାତ୍ର  : ଚଳିତମାସ ୬ ତାରିଖ ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଥିବା ଶ୍ରୀକୃଷ୍ଣ ଲୀଳାର ଅନ୍ତିମ ଦିବସ କଂସବଦ୍ଧ । ଭାଦ୍ରବ ମାସ ଶୁକ୍ଳପକ୍ଷ ନବମୀ ତିଥି କୃଷ୍ଣଲୀଳାର ଶେଷ ଦିବସରେ କଂସ ମହାରାଜଙ୍କୁ ଶ୍ରୀକୃଷ୍ଣ ବଧ କରିଛନ୍ତି।…
Read More...