କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ଧର୍ମପତ୍ନୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର : କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ ଓରାମଙ୍କ ଧର୍ମପତ୍ନୀ ଝିଙ୍ଗିଆ ଓରାମଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜଣେ ଧର୍ମପରାୟଣ, ମିଷ୍ଟଭାଷୀ, ସମାଜସେବୀ ଓ ପରୋପକାରୀ ମହିଳା ଭାବେ ସେ…
Read More...
Read More...