ହାଇକୋର୍ଟର ସମସ୍ତ ଅବରସରପ୍ରାପ୍ତ ବିଚାରପତି ପାଇବେ ପୂର୍ଣ୍ଣ ପେନସନ୍
ନୂଆଦିଲ୍ଲୀ-: ହାଇକୋର୍ଟର ସମସ୍ତ ଅବରସରପ୍ରାପ୍ତ ବିଚାରପତି ପୂର୍ଣ୍ଣ ପେନସନ୍ ପାଇବେ । ଯେକୌଣସି ତାରିଖରେ ଯୋଗ ଦେଇଥିଲେ ବି ସେମାନଙ୍କୁ ପୂର୍ଣ୍ଣ ପେନସନ୍ ମିଳିବ । ହାଇକୋର୍ଟର ଅତିରିକ୍ତ ବିଚାରପତିମାନେ ବି ପୂର୍ଣ୍ଣ ପେନସନ୍ ପାଇବେ । ଏଥିସହିତ ଅତିରିକ୍ତ ଓ ସ୍ଥାୟୀ ବିଚାରପତିଙ୍କ ମଧ୍ୟରେ…
Read More...
Read More...