ଗାଧୋଉଥିବାବେଳେ ଝିଅ ଆଗରେ ମାଆକୁ ଟାଣିନେଲା କୁମ୍ଭୀର
କେନ୍ଦ୍ରାପଡା-: କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଓଁଲାଡିହ ଗାଁରେ ଘଟିଛି ଅଘଟଣ । ଝିଅ ଆଗରେ ମାଆକୁ ଝାମ୍ପିନେଲା କୁମ୍ଭୀର । ମହିଳା ଜଣକ ଖରସ୍ରୋତା ନଦୀକୁ ସଂଯୋଗ କରୁଥିବା ପାନିଆଯୋରରେ ଗାଧୋଉଥିବାବେଳେ କୁମ୍ଭୀର ଟାଣିନେଇଥିଲା । ନିଖୋଜ ମହିଳା ହେଲେ ତଅଁଳାଡିହା ଗାଁର କାଜଲ ମହାନ୍ତି ।…
Read More...
Read More...