ଜାନୁଆରୀ ୧୭ରେ ରାଷ୍ଟ୍ରପତି ଭବନରେ ସମ୍ମାନିତ ହେବେ ୪ ଖେଳାଳି
ପ୍ୟାରିସ ଅଲିମ୍ପିକ୍ସରେ ଦେଶ ପାଇଁ ଦୁଇଟି ବ୍ରୋଞ୍ଜ ପଦକ ଜିତିଥିବା ସୁଟର ମନୁ ଭକରଙ୍କୁ ଖେଳରତ୍ନ ପୁରସ୍କାର ପ୍ରଦାନ କରାଯିବ। ତାଙ୍କ ସହ ବିଶ୍ୱ ଚାମ୍ପିୟନ ଚେସ ଖେଳାଳି ଡି ଗୁକେଶଙ୍କୁ ମଧ୍ୟ ଖେଳରତ୍ନ ସମ୍ମାନରେ ସମ୍ମାନିତ କରାଯିବ। ପୂର୍ବରୁ ଖବର ଆସୁଥିଲା ଯେ ମନୁ ଭକରଙ୍କ ନାମ ଖେଳ ରତ୍ନ…
Read More...
Read More...