ଓଡ଼ିଶା ହାଇକୋର୍ଟ ପାଇଁ ନୂଆ ବିଚାରପତି ନିଯୁକ୍ତ କରିଛନ୍ତି ସୁପ୍ରିମକୋର୍ଟ
ଭୁବନେଶ୍ୱର-: ଓଡ଼ିଶା ହାଇକୋର୍ଟ ପାଇଁ ନୂଆ ବିଚାରପତି ନିଯୁକ୍ତ କରିଛନ୍ତି ସୁପ୍ରିମକୋର୍ଟ। ଆଜି ସୁପ୍ରିମକୋର୍ଟଙ୍କ କଲିଜିୟମ୍ ନିଷ୍ପତ୍ତିକ୍ରମେ ମାନସ ରଞ୍ଜନ ପାଠକଙ୍କୁ ଗୌହାଟି କୋର୍ଟରୁ ଓଡ଼ିଶା ହାଇକୋର୍ଟକୁ ବଦଳି କରାଯାଇଛି। ମାନସଙ୍କ ସହ ୨୧ଜଣ ଜଜ୍ଙ୍କ ମଧ୍ୟ ବଦଳି ନିର୍ଦ୍ଦେଶ…
Read More...
Read More...