ଆଜିଠୁ ଜୁନ ୨୦ ତାରିଖ ପର୍ୟ୍ୟନ୍ତ ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମକାଳୀନ ଛୁଟି
ଭୁବନେଶ୍ବର: ଆଜିଠୁ ଜୁନ ୨୦ ତାରିଖ ପର୍ୟ୍ୟନ୍ତ ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମକାଳୀନ ଛୁଟି । ତେବେ ଛୁଟି ମଧ୍ୟରେ ଜରୁରୀ ମାମଲାର ଶୁଣାଣି ନିମନ୍ତେ ହାଇକୋର୍ଟଙ୍କ ଅବକାଶକାଳୀନ ଖଣ୍ଡପୀଠ କାର୍ୟ୍ୟ କରିବେ ।
ଛୁଟି ଦିନରେ ଅବକାଶକାଳୀନ ଖଣ୍ଡପୀଠ କାଲି ସମେତ ୨୫,୩୦ ଓ ଜୁନ୍ ୧,୬,୮,୧୨ ଓ…
Read More...
Read More...