Browsing Tag

PM Modi

ଖରାପ ପାଣିପାଗ ଯୋଗୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସିକ୍କିମ୍‌ ଗସ୍ତ ବାତିଲ ହୋଇଛି

ନୂଆଦିଲ୍ଲୀ-: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସିକ୍କିମ୍‌ ଗସ୍ତ ବାତିଲ ହୋଇଛି । ଖରାପ ପାଣିପାଗ ଯୋଗୁ ସିକ୍କିମ୍‌ ଗସ୍ତ ବାତିଲ କରାଯାଇଥିଲା । ଫଳରେ ପ୍ରଧାନମନ୍ତ୍ରୀ ସିଲିଗୁଡ଼ି ବାଗଡୋଗରା ବିମାନବନ୍ଦରରୁ ଭିଡିଓ କନଫରେନ୍‌ସିଂ ଜରିଆରେ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ…
Read More...

ରଥଯାତ୍ରା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ବର-: ଆସନ୍ତା ମାସରେ ଓଡ଼ିଶାରେ ବିଜେପି ସରକାରଙ୍କ ଏକ ବର୍ଷ ପୂରଣ ହେବାକୁ ଯାଉଛି । ଏକ ବର୍ଷ ପୂର୍ତ୍ତି ଅବସରରେ ଓଡ଼ିଶା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସିବା ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପୂର୍ବରୁ  ସୂଚନା ଦେଇ ଥିବାବେଳେ, ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ…
Read More...

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଏକ ଚିଠି ଲେଖି ସ୍ୱାଧୀନତା ପାଇଁ ପ୍ରୟାସ କରୁଥିବା ଆନ୍ଦୋଳନକୁ ସମର୍ଥନ କରିବାକୁ ଅନୁରୋଧ…

ନୂଆଦିଲ୍ଲୀ-: ବେଲୁଚ ସମ୍ପ୍ରଦାୟର ନେତା ତଥା ଆମେରିକୀୟ କଂଗ୍ରେସ ସଦସ୍ୟ ତାରା ଚାନ୍ଦ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ 'ସ୍ୱାଧୀନ ବେଲୁଚିସ୍ତାନ ଆନ୍ଦୋଳନ'କୁ ପୂର୍ଣ୍ଣ ସମର୍ଥନ ଦେବାକୁ ଅନୁରୋଧ କରିଛନ୍ତି। ଏହି ସମ୍ପର୍କରେ ସେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଏକ ଚିଠି ମଧ୍ୟ ଲେଖିଛନ୍ତି…
Read More...

ଦିଲ୍ଲୀରେ ଶେଷ ହୋଇଛି ନିତି ଆୟୋଗର ୧୦ମ ବୈଠକ

ନୂଆଦିଲ୍ଲୀ-: ଦିଲ୍ଲୀରେ ଶେଷ ହୋଇଛି ନିତି ଆୟୋଗର ୧୦ମ ବୈଠକ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ବିକଶିତ ଭାରତର ନକ୍ସା ଆଙ୍କିଛନ୍ତି ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ । ୨୦୪୭ ସୁଦ୍ଧା ବିକଶିତ ଭାରତ ପାଇଁ ବିକଶିତ ରାଜ୍ୟ ସଂକଳ୍ପକୁ ସତ କରିବାକୁ…
Read More...

ରାଜ୍ୟରେ ଭାଜପା ସରକାରର ବର୍ଷ ପୂର୍ତ୍ତି ସମାରୋହରେ ଯୋଗଦେବା ଲାଗି ପ୍ରଧାନମନ୍ତ୍ରୀ ଓଡ଼ିଶା ଗସ୍ତରେ ଆସିପାରନ୍ତି

ଭୁବନେଶ୍ବର-: ଆସନ୍ତା ଜୁନ୍ ୧୨ରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀଙ୍କ ସରକାର ଏକବର୍ଷ ପୂର୍ତ୍ତି ପାଳନ କରିବାକୁ ଯାଉଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହାଙ୍କ ସମେତ ଅନ୍ୟ କେନ୍ଦ୍ରମନ୍ତ୍ରୀଙ୍କୁ ସମ୍ମାନିତ ଅତିଥି ଭାବେ…
Read More...

ଦେଶବାସୀଙ୍କୁ ସମ୍ୱୋଧନ କରିବେ ପ୍ରଧାନମନ୍ତ୍ରୀ

ଆଜି ରାତି ୮ଟାରେ ସମ୍ୱୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଅପରେସନ ସିନ୍ଦୂର ପରେ ଏହା ହେଉଛି, ପ୍ରଧାନମନ୍ତ୍ରୀ ମୋଦୀଙ୍କ ପ୍ରଥମ ସମ୍ୱୋଧନ । ଦେଶବାସୀଙ୍କ ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ କଣ କହିବେ, ତାକୁ ନେଇ ଏବେ ସମସ୍ତଙ୍କ ମନରେ ଉତ୍କଣ୍ଠା ରହିଛି । କାରଣ ଅପରେସନ ସିନ୍ଦୂରକୁ…
Read More...

ବିଶ୍ୱ ବ୍ୟାଙ୍କ ସଭାପତି ଅଜୟ ବାଙ୍ଗା ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି

ନୂଆଦିଲ୍ଲୀ-: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ପରେ ବିଶ୍ୱ ବ୍ୟାଙ୍କ ସଭାପତି ଅଜୟ ବାଙ୍ଗା ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଏବଂ ବିଶ୍ୱ ବ୍ୟାଙ୍କ ମୁଖ୍ୟଙ୍କ ମଧ୍ୟରେ ଏହି ବୈଠକ…
Read More...

ଜାତିଗତ ଜନଗଣନାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖିଲେ ଏଆଇସିସି ସଭାପତି

ନୂଆଦିଲ୍ଲୀ-: ଜାତିଗତ ଜନଗଣନାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖିଲେ ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ । ଜାତିଗତ ଜନଗଣନାକୁ ନେଇ ଶୀଘ୍ର ସମସ୍ତ ରାଜନୈତିକ ଦଳଙ୍କ ସହ ଆଲୋଚନା ପାଇଁ  ଅନୁରୋଧ କଲେ ଏବଂ ତେଲେଙ୍ଗାନା ମଡେଲକୁ ଅନୁସରଣ କରିବାକୁ କେନ୍ଦ୍ର ସରକାରଙ୍କୁ…
Read More...

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କାନାଡାର ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଥିବା ମାର୍କ କାର୍ନିଙ୍କୁ ତାଙ୍କ ବିଜୟ…

ନୂଆଦିଲ୍ଲୀ-: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କାନାଡାର ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଥିବା ମାର୍କ କାର୍ନି ଏବଂ ତାଙ୍କ ବିଜୟ ପାଇଁ ଲିବରାଲ ପାର୍ଟିକୁ ଅଭିନନ୍ଦନ ଜଣାଇଛନ୍ତି । କାନାଡାର ସଂଘୀୟ ନିର୍ବାଚନରେ ​​ଚତୁର୍ଥ ଥର ପାଇଁ ଲିବରାଲ ପାର୍ଟିର ବିଜୟକୁ ନେଇ ଅଭିବାଦନ ଜଣାଇ…
Read More...

ମେ’ ୯ ତାରିଖ ମସ୍କୋ ଭିକ୍ଟ୍ରି ଡେ ପରେଡରେ ଭାଗ ନେବେ ନାହିଁ ମୋଦି

ନୂଆଦିଲ୍ଲୀ-: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମୁହାଁମୁହିଁ ହୋଇଛନ୍ତି । ଏପରି ପରିସ୍ଥିତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରୁଷ ଗସ୍ତକୁ ବାତିଲ କରାଯାଇଛି । ମେ’ ୯ ତାରିଖ ମସ୍କୋରେ ଭିକ୍ଟ୍ରି ଡେ ପରେଡରେ ଭାଗ ନେବେ ନାହିଁ ମୋଦି । ଏନେଇ କ୍ରେମଲିନ୍…
Read More...