Browsing Tag

Prime Minister Narendra Modi

୯୦ ଟଙ୍କିଆ ରୂପା କଏନ ଉନ୍ମୋଚନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦ

ନୂଆଦିଲ୍ଲୀ :ଭାରତୀୟ ରିଜର୍ଭ ବ୍ୟାଙ୍କର ୯୦ ବର୍ଷ ପୂର୍ତ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୯୦ ଟଙ୍କିଆ ଏକ ରୂପା କଏନ କରିଛନ୍ତି ଉନ୍ମୋଚନ । ଏ ନେଇ ପ୍ରଧାନମନ୍ତ୍ରୀ ତାଙ୍କ ଏକ୍ସ ଆକାଉଣ୍ଟରେ ସୂଚନା ଦେଇଛନ୍ତି । ସଂପୂର୍ଣ୍ଣ ରୂପାରେ ପ୍ରସ୍ତୁତ ୯୦ ଟଙ୍କିଆ କଏନ ର ଓଜନ ୪୦…
Read More...

ମାର୍ଚ୍ଚ ୫ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ଦରେନ୍ଦ୍ର ମୋଦୀ

ଭୁବନେଶ୍ୱର: କିଛି ଦିନର ବ୍ୟବଧାନ ପରେ ପୁଣି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଆସନ୍ତା ମାର୍ଚ୍ଚ ୫ ତାରିଖରେ ମୋଦୀ ପୁଣିଥରେ ଓଡିଶା ଆସୁଥିବା ନେଇ ସୂଚନା ମିଳିଛି । ଏହି ଗସ୍ତ ଅବସରରେ ମୋଦୀ ଚଣ୍ଡିଖୋଲରେ ଏକ ସାଧାରଣ ସଭା କରିବା ସହିତ କିଛି ପ୍ରକଳ୍ପର ଶିଳାନ୍ୟାସ…
Read More...

ଆସନ୍ତା ୩ ରେ ଓଡିଶା ଆସିବେ ପ୍ରଧାପନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ୱର : ଓଡିଶା ଆସିବେ ପ୍ରଧାନମନ୍ତ୍ରୀ । ଆସନ୍ତା ଫେବ୍ରୁଆରୀ ୩ ତାରିଖରେ ଆସିବେ ପ୍ରଧାପନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏନେଇ ଆଜି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଆଇଆଇଏମ୍ ସମ୍ବଲପୁର ସମାବର୍ତ୍ତନ ଉତ୍ସବରେ ଯୋଗ ଦେବାର କାର୍ୟ୍ୟକ୍ରମ ରେ…
Read More...

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ‘ଗ୍ରାଣ୍ଡ୍ କ୍ରସ୍ ଅଫ୍ ଦି ଲିଜନ୍ ଅଫ୍ ଅନର୍’ରେ ବିଭୂଷିତ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଇ ଦିନିଆ ଫ୍ରାନ୍ସ ଗସ୍ତରେ ଅଛନ୍ତି । ଗସ୍ତର ପ୍ରଥମ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଫ୍ରାନ୍ସର ସର୍ବୋଚ୍ଚ ବେସାମରିକ ତଥା ସାମରିକ ସମ୍ମାନ ‘ଗ୍ରାଣ୍ଡ୍ କ୍ରସ୍ ଅଫ୍ ଦି ଲିଜନ୍ ଅଫ୍ ଅନର୍’ରେ ବିଭୂଷିତ କରାଯାଇଛି। ‘ଏଲିଜି…
Read More...

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୁଇ ଦିନିଆ ଫ୍ରାନ୍ସ ଗସ୍ତ

ପ୍ୟାରିସରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଆଜି ବାୟୁସେନାର ସ୍ୱତନ୍ତ୍ର ବିମାନରେ ଯାଇ ଫ୍ରାନ୍ସରେ ପହଞ୍ଚିଛନ୍ତି । ସେଠାରେ ତାଙ୍କୁ ଫ୍ରାନ୍ସ ପ୍ରଧାନମନ୍ତ୍ରୀ ଏଲିଜାବେଥ ସ୍ୱାଗତ କରିଛନ୍ତି । ଫ୍ରାନ୍ସର ଜାତୀୟ ଦିବସ ଅର୍ଥାତ୍ ବାଷ୍ଟିଲ ଦିବସରେ ତାଙ୍କୁ ମୁଖ୍ୟ ଅତିଥି ଭାବେ…
Read More...

ଦିଗପହଣ୍ଡି ବସ ଦୁର୍ଘଟଣାରେ ମୃତକଙ୍କ ପାଇଁ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ୱର: ଦିଗପହଣ୍ଡିର ଖେମୁଣ୍ଡି କଲେଜ ନିକଟରେ ଭୟଙ୍କର ବସ୍ ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିବା ମୃତକଙ୍କ ପାଇଁ ସହାୟତା ରାଶି ଘୋଷଣା କଲେ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହି ଦୁର୍ଘଟଣାରେ ୧୨ ଜଣଙ୍କ ଜୀବନ ଯାଇଥିବା ବେଳେ ୮ଜଣ ଗୁରୁତର ଆହତ ହୋଇଛନ୍ତି । ଏହି ଘଟଣାରେ…
Read More...

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପାଖକୁ ଆମ୍ବ ପଠାଇଲେ ମମତା ବାନାର୍ଜୀ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପାଖକୁ ଆମ୍ବ ପଠାଇଛନ୍ତି ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । କେନ୍ଦ୍ର ସରକାରଙ୍କ ସହ ବିଭିନ୍ନ କଥାରେ ମତାନ୍ତର ରହିଥିଲେ ବି ପ୍ରତି ବର୍ଷ ପରି ଏବର୍ଷ ମଧ୍ୟ ଭଲ ପ୍ରଜାତିର ବଙ୍ଗର ଆମ୍ବ ପଠାଇଛନ୍ତି । ଏହା…
Read More...

ଦେଶର ପ୍ରଥମ ୱାଟର ମେଟ୍ରୋକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

କେରଳ: କେରଳରେ ଚାଲିଲା ଦେଶର ପ୍ରଥମ ୱାଟର ମେଟ୍ରୋ । କେରଳର କୋଚିଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶର ପ୍ରଥମ ୱାଟର ମେଟ୍ରୋକୁ ଉଦ୍ଘାଟନ କରିଛନ୍ତି । କୋଚି ସହରରେ ୧୧୩୬.୮୩ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିବା ଏହି ୱାଟର ମେଟ୍ରୋ ପ୍ରକଳ୍ପ କୋଚି ଏବଂ ଏହାର ଆଖପାଖ…
Read More...