ଆଜି ମହାପ୍ରଭୁଙ୍କ ବନକଲାଗି ନୀତି; ୩ ଘଣ୍ଟା ଧରି ବନ୍ଦ
(ପୁରୀ) : ଆଜି ମହାପ୍ରଭୁଙ୍କ ବନକଲାଗି ନୀତି । ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବାୟତ । ଶ୍ରୀଜିଉଙ୍କ ବନକଲାଗି ପାଇଁ ଶ୍ରୀମନ୍ଦିରରେ ୩ ଘଣ୍ଟା ଧରି ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ସନ୍ଧ୍ୟା ୬ଟାରୁ ରାତ୍ର ୯ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର…
Read More...
Read More...