ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ପୁରୀ: ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପିତ ହୋଇଛି। ଅପରାହ୍ନ ସଢେ ଗୋଟାଏରେ ଶୁଭଲଗ୍ନରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗଜପତି ମହାରାଜା ଦିବ୍ୟସିଂହଙ୍କ ଉପସ୍ଥିତିରେ କରାଯାଇଚି ଲୋକାର୍ପଣ । ଲୋକାର୍ପଣ…
Read More...
Read More...