ମୟୂରଭଞ୍ଜ ଜିଲ୍ଲା କୁଳିଅଣା ଥାନା ଅଧୀନ କୁଚେଇ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ସ୍ପଷ୍ଟ ଦିବାଲୋକରେ ଲୁଟ
ବାରିପଦା-: ରାଜ୍ୟରେ ଅପରାଧ ସଂଖ୍ୟା ବଢିବାରେ ଲାଗିଛି । ଦୁଷ୍କର୍ମ, ହତ୍ୟା ଭଳି ଖବର ପ୍ରତିଦିନ ସାମ୍ନାକୁ ଆସୁଥିବା ବେଳେ ଏବେ ବାରିପଦାରୁ ଏପରି ଏକ ଖବର ସାମ୍ନାକୁ ଆସିଛି ଯାହା ପୋଲିସ ପ୍ରଶାସନ ଓ ଆଇନ ବ୍ୟବସ୍ଥା ଉପରେ ପ୍ରଶ୍ନ ସୃଷ୍ଟି କରିଛି । ସ୍ପଷ୍ଟ ଦିବାଲୋକରେ ହୋଇଛି ବ୍ୟାଙ୍କ…
Read More...
Read More...