Browsing Tag

#schholboy #dead #delhi

ଷଷ୍ଠ ଶ୍ରେଣୀ ଛାତ୍ରକୁ ହତ୍ୟା କଲା ୧୨ ବର୍ଷର ଛାତ୍ର

ଦିଲ୍ଲୀର ଏକ ଘରୋଇ ସ୍କୁଲରେ ଜଣେ ୬ଷ୍ଠ ଶ୍ରେଣୀ ଛାତ୍ରକୁ ହତ୍ୟା କରାଯାଇଛି। ଅନ୍ୟ ଜଣେ ଛାତ୍ର ପୀଡ଼ିତ ଛାତ୍ରକୁ ମାଡ଼ ମାରିବା ସହିତ ତଣ୍ଟି ଚିପି ହତ୍ୟା କରିଛି। ଏହି ଘଟଣାରେ ପୁଲିସ ଅଭିଯୁକ୍ତ ୧୨ ବର୍ଷୀୟ ଛାତ୍ରକୁ ଅଟକ ରଖି ତଦନ୍ତ ଚଳାଇଛି। ଘଟଣା ପ୍ରତିବାଦରେ ଅଭିଭାବକଙ୍କ ପକ୍ଷରୁ…
Read More...