ଦୀପାବଳି: ନ୍ୟୁୟର୍କରେ ସ୍କୁଲ ଛୁଟି ପାଇଁ ଗୃହୀତ ହେଲା ବିଲ୍
ନ୍ୟୁୟର୍କ: ଆମେରିକାର ପେନ୍ସିଲଭାନିଆ ପରେ ନ୍ୟୁୟର୍କରେ ମଧ୍ୟ ଦୀପାବଳିରେ ସ୍କୁଲ ଛୁଟି ରହିବ । ଏ ନେଇ ନ୍ୟୁୟର୍କ ରାଜ୍ୟ ବିଧାନସଭାରେ ଏକ ବିଲ୍ ଗୃହୀତ ହୋଇଛି । ନ୍ୟୁୟର୍କ ରାଜ୍ୟ ବିଧାନସଭା ଗତ ସପ୍ତାହରେ ଏହି ବିଲ୍ ଆଗତ ହୋଇଥିଲା । ଏହି ଆଇନ ପାରିତ ହେବା ପରେ ମେୟର ଏରିକ୍ ଆଡାମ୍ସ…
Read More...
Read More...