ବସ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲେ ଗାଙ୍ଗୁଲିଙ୍କ ଝିଅ
ଟିମ ଇଣ୍ଡିଆର ପୂର୍ବତନ କ୍ରିକେଟର ସୌରଭ ଗାଙ୍ଗୁଲିଙ୍କ ଝିଅ ସନା ଗାଙ୍ଗୁଲିଙ୍କ ଜୀବନ ଅଳ୍ପକେ ବର୍ତ୍ତିଯାଇଛି । କୋଲକାତା ସ୍ଥିତ ଡାୟମଣ୍ଡ ହାର୍ବର ରୋଡରେ ଏକ ବସ୍ ସନାଙ୍କ କାରକୁ ଧକ୍କା ଦେଇଥିଲା । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉକ୍ତ ବସ ଡ୍ରାଇଭରକୁ ଧରିବାରେ ସଫଳ ହୋଇଛି ।…
Read More...
Read More...