ସ୍ତ୍ରୀଙ୍କୁ ହତ୍ୟା କରିବା ପରେ ସ୍ଵାମୀ ନିଜେ ବେକରେ ଦଉଡ଼ି ଲଗାଇ କଲେ ଆତ୍ମହତ୍ୟା
ବରଗଡ଼ : ସାରା ଦେଶ ଦୀପାବଳି ଉତ୍ସବ ପାଳନ କରୁଥିବା ବେଳେ ବରଗଡ଼ ଜିଲ୍ଲା ଭଟଲି ବ୍ଲକ୍ କୁସନପୁରୀ ବିଜୟା ଛକ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ସ୍ତ୍ରୀଙ୍କୁ ହତ୍ୟା କରିବା ପରେ ସ୍ଵାମୀ ନିଜେ ବେକରେ ଦଉଡ଼ି ଲଗାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ତେବେ ମୃତକ ଜଣକ…
Read More...
Read More...