ଭୋଟ୍ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ବର: ଆଜି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ। ଭୁବନେଶ୍ୱର, କଟକ, ପୁରୀ, ସମ୍ବଲପୁର, ଢେଙ୍କାନାଳ ଓ କେନ୍ଦୁଝର ସଂସଦୀୟ କ୍ଷେତ୍ର ସମେତ ୪୨ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆରମ୍ଭ ହୋଇଯାଇଛି ମତଦାନ।
ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ମତସାବ୍ୟସ୍ତ…
Read More...
Read More...