ବାହୁଡ଼ା ଯାତ୍ରା ଥିବାରୁ ସ୍ଥିତି ଅନୁଧ୍ୟାନ ପାଇଁ ଗୁଣ୍ଡିଚା ମନ୍ଦିରରେ ପୋଲିସ ଡିଜି
ପୁରୀ-: ପୁରୀ ଗୁଣ୍ଡିଚା ମନ୍ଦିରରେ ପୋଲିସ ଡିଜି । ଆସନ୍ତାକାଲି ବାହୁଡ଼ା ଯାତ୍ରା ଥିବାରୁ ସେନେଇ ମଧ୍ୟ ସ୍ଥିତି ଅନୁଧ୍ୟାନ କରୁଛନ୍ତି । ତେବେ ଆଜି ନବମୀ ସନ୍ଧ୍ୟା ଦର୍ଶନ ଥିବାରୁ ପ୍ରବଳ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ସମସ୍ତ ବ୍ୟବସ୍ଥାର ଅନୁଧ୍ୟାନ କରୁଛନ୍ତି ପୋଲିସ ଡିଜି । ଗୁଣ୍ଡିଚା…
Read More...
Read More...