ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ସରକାରଙ୍କ ବିଚାରାଧୀନ ରହିଛି

0

ଭୁବନେଶ୍ୱର:  ହାଇକୋର୍ଟ ବେଞ୍ଚ କୁ ନେଇ ଗୃହରେ ସ୍ପଷ୍ଟୀକରଣ ରଖିଲେ ମୁଖ୍ୟମନ୍ତ୍ରୀ  |ହାଇକୋର୍ଟ ବେଞ୍ଚ ସମ୍ପର୍କରେ ଗତକାଲି ଯେଉଁ ଉତ୍ତର ଦିଆ ଯାଇଥିଲା ତାହା ସୁପ୍ରିମକୋର୍ଟ ଙ୍କ ନିର୍ଦ୍ଦେଶ ଅନୁଯାୟୀ କୁହାଯାଇ ଥିଲା । କିନ୍ତୁ ମୁଁ ଗୃହକୁ ଅବଗତ କରାଇବା ପାଇଁ ଚାହୁଁଚି ହାଇକୋର୍ଟ ବେଞ୍ଚ ବର୍ତ୍ତମାନ ସରକାରଙ୍କ ବିଚାରାଧୀନ ରହିଛି | ଲୋକଙ୍କୁ ତ୍ୱରିତ ଗତିରେ ନ୍ୟାୟ ଦେବା ପାଇଁ ସରକାର ବଧ ପରିକର ବୋଲି ଗୃହରେ କଲେ ସ୍ପଷ୍ଟ।