ପୁରୀ: ଜୁଲାଇ ୮ରେ ଖୋଲିବ ରତ୍ନଭଣ୍ଡାର । ରତ୍ନଭଣ୍ଡାର ବାହାର ପାଶ୍ୱର୍ କାନ୍ଥ ଲେଜର ସ୍କାନିଂ କରାଯାଇଛି । ଅନୁଧ୍ୟାନ ପରେ ରତ୍ନଭଣ୍ଡାର ମରାମତି କରାଯିବ । ଏନେଇ ଏଏସଆଇ ସୁପରିଣ୍ଟେଣ୍ଡେଣ୍ଟ ଡି.ବି ଗଡନାୟକ ସୂଚନା ଦେଇଛନ୍ତି । ରତ୍ନଭଣ୍ଡର ଖୋଲିବା ପାଇଁ ସ୍ୱତନ୍ତ୍ର କମିଟି ଗଠନ କରାଯାଇଛି । ରତ୍ନଭଣ୍ଡାର ସ୍ଥିତି ଅନୁଧ୍ୟନ ଓ ଯାଞ୍ଚ କରିବେ ସ୍ୱତନ୍ତ୍ର ଟିମ ।