ସୋମବାର ବସିବ ରାଜ୍ୟ କ୍ୟାବିନେଟ ଗୁରତ୍ୱପୂର୍ଣ୍ଣ ବୈଠକ : ୧୦ରୁ ଅଧିକ ପ୍ରସ୍ତାବ ଉପରେ ଲାଗିବ କ୍ୟାବିନେଟ ମୋହର!

0

ଭୁବନେଶ୍ୱର: ସୋମବାର ବସିବ ରାଜ୍ୟ କ୍ୟାବିନେଟ ଗୁରତ୍ୱପୂର୍ଣ୍ଣ ବୈଠକ । ସୋମବାର ଅପରାହ୍ଣରେ ଲୋକସେବା ଭବନରେ ବସିବ ବୈଠକ । ସେହିଦିନ ହିଁ ବସିବ ମନ୍ତ୍ରୀ ପରିଷଦ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ କ୍ୟାବିନେଟ ବୈଠକ | ଏଥିରେ ୧୦ରୁ ଅଧିକ ପ୍ରସ୍ତାବ ଉପରେ ଲାଗିବ କ୍ୟାବିନେଟ ମୋହର । ୨୦୨୩-୨୪ ଆର୍ଥିକ ବର୍ଷ ବଜେଟକୁ ଅନୁମୋଦନ ମିଳିବ ।