ଭୁବନେଶ୍ୱର: ରାଜ୍ୟର ସମସ୍ତ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଭଙ୍ଗ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅନୁମୋଦନ ଦେଇଛନ୍ତି। ଏହା ଦ୍ୱାରା ରାଜ୍ୟରେ ଥିବା ସମସ୍ତ ୨୩ଟି ସ୍ୱତନ୍ତ୍ର ଉନ୍ନୟନ ପରିଷଦର କାର୍ଯ୍ୟକାରିତା ସମାପ୍ତ ହେଲା