ଉପକୂଳରୁ ହଟିଲା ଗ୍ରୀଷ୍ମପ୍ରବାହ ସ୍ଥିତି, ୪୦°C ତଳେ ଟ୍ୱିନ ସିଟି

0

ଭୁବନେଶ୍ୱର: ତାତିରୁ ମିଳିବ ଆଶ୍ୱସ୍ତି । ଉପକୂଳରୁ ହଟିଲା ଗ୍ରୀଷ୍ମପ୍ରବାହ ସ୍ଥିତି | ୪୦°C ତଳେ ଟ୍ୱିନ ସିଟି  | ହେଲେ ୨୫ ସହରରେ ତାପମାତ୍ରା ୪୦°C କିମ୍ବା ଅଧିକ ତାପମାତ୍ରା ରେକର୍ଡ ହୋଇଛି | ୪୪°C ସହ ବୌଦ୍ଧ ଏବଂ ନୂଆପଡା ରାଜ୍ୟର ଉତ୍ତପ୍ତ ସହର | ୬ ତାରିଖ ବେଳକୁ ତାପମାତ୍ରା ୩ରୁ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବା ସମ୍ଭାବନା ରହିଛି । ଫଳରେ ରାଜ୍ୟରେ ଗ୍ରୀଷ୍ମପ୍ରବାହରେ ବ୍ରେକ ଲାଗିବ । ଲଗାତାର ୧୭ ଦିନ ଧରି ଜାରି ରହିଥିବା ଗ୍ରୀଷ୍ମ ପ୍ରବାଂହରେ ରାଜ୍ୟ ବାସୀଙ୍କୁ ସାମନ୍ୟ ଆଶ୍ୱସ୍ତି ମିଳିବ ।